ଆଖି ପିଛୁଳାକେ ଗହଣା ନେଇ ଛୁ'
ମାତ୍ର କେଇଟା ସେକେଣ୍ଡ । ଚାହୁଁ ଚାହୁଁ ଲୁଟ୍ ହୋଇଗଲା ୫ ଲକ୍ଷ ଟଙ୍କା । ଗଣେ ବୃଦ୍ଧ ଦମ୍ପତିଙ୍କ ଠାରୁ ୫ ଲକ୍ଷ ଟଙ୍କାର ଗହଣା ଲୁଟି ଚମ୍ପଟ ମାରିଲା ଲୁଟେରା । ଅତି ସାଧାରଣ ଭାବେ ଜଣେ ଯୁବକ ମହିଳାଙ୍କ ନିକଟରୁ ଲୁଟ୍ କରୁଛନ୍ତି ।