ଆଖି ବୁଜିଲେ ବଳଙ୍ଗା ପୀଡ଼ିତା, ଦିଲ୍ଲୀ AIIMSରୁ ଆସିଲା ବଡ଼ ଖବର
ଭୁବନେଶ୍ୱର,୨।୮: ଦିଲ୍ଲୀ ଏମ୍ସରୁ ଆସିଲା ବଡ଼ ଖବର। ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ତେବେ ଉକ୍ତ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇ ଦେବା ଯୋଗୁ ସେ ଗୁରୁତର ଥିଲେ। ଏଣୁ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ ଦିଲ୍ଲୀ ଏୟାରଲିଫ୍ଟ କରାଯାଇଥିଲା। ହେଲେ ସେଠାରେ ସେ ଆଖି ବୁଜିଛନ୍ତି। ସୂଚନା ଥାଉକି, ପୁରୀ ଜିଲାର ବଳଙ୍ଗାଠାରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଉକ୍ତ ନାବାଳିକାଙ୍କ ଦେହରେ କେତେଜଣ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ। ଏ […] The post ଆଖି ବୁଜିଲେ ବଳଙ୍ଗା ପୀଡ଼ିତା, ଦିଲ୍ଲୀ AIIMSରୁ ଆସିଲା ବଡ଼ ଖବର appeared first on Dharitri Odia News.
ଭୁବନେଶ୍ୱର,୨।୮: ଦିଲ୍ଲୀ ଏମ୍ସରୁ ଆସିଲା ବଡ଼ ଖବର। ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ତେବେ ଉକ୍ତ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇ ଦେବା ଯୋଗୁ ସେ ଗୁରୁତର ଥିଲେ। ଏଣୁ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ ଦିଲ୍ଲୀ ଏୟାରଲିଫ୍ଟ କରାଯାଇଥିଲା। ହେଲେ ସେଠାରେ ସେ ଆଖି ବୁଜିଛନ୍ତି।
The post ଆଖି ବୁଜିଲେ ବଳଙ୍ଗା ପୀଡ଼ିତା, ଦିଲ୍ଲୀ AIIMSରୁ ଆସିଲା ବଡ଼ ଖବର appeared first on Dharitri Odia News.