ଆଖି ବୁଜିଲେ ବଳଙ୍ଗା ପୀଡ଼ିତା, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ଆଖି ବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ନେଇ ସୂଚନା ମିଳିଛି । ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ବର ଏମ୍ସରୁ ଦିଲ୍ଲୀ ଏମ୍ସକୁ ଏୟାର ଲିଫ୍ଟ କରାଯାଇଥିଲା ।

ଆଖି ବୁଜିଲେ ବଳଙ୍ଗା ପୀଡ଼ିତା, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
Array