ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ ବିଶ୍ବବନ୍ଧୁ ହେବା ନିହାତି ଜରୁରୀ। ୧୦ ବର୍ଷରେ ଭାରତର ଭିତ୍ତିଭୂମି ଦୃଢ଼ ହୋଇଛି। ଏହି ଆଧାରରେ ଆଗାମୀ ୨୫ ବର୍ଷର ଯାତ୍ରା ସ୍ଥିର କରିବୁ। ଭାରତ ଆଜି ଏପରି ଏକ ଦେଶ ଭାବେ ପରିଗଣିତ ହୋଇଛି ଯେଉଁଠି ସମସ୍ତେ ନିବେଶ କରିବାକୁ ଆସୁଛନ୍ତି। ବିଦେଶ ନୀତି ସଫଳ ହେଲେ ଦେଶର […] The post ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର appeared first on Dharitri Odia News.

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ ବିଶ୍ବବନ୍ଧୁ ହେବା ନିହାତି ଜରୁରୀ। ୧୦ ବର୍ଷରେ ଭାରତର ଭିତ୍ତିଭୂମି ଦୃଢ଼ ହୋଇଛି। ଏହି ଆଧାରରେ ଆଗାମୀ ୨୫ ବର୍ଷର ଯାତ୍ରା ସ୍ଥିର କରିବୁ। ଭାରତ ଆଜି ଏପରି ଏକ ଦେଶ ଭାବେ ପରିଗଣିତ ହୋଇଛି ଯେଉଁଠି ସମସ୍ତେ ନିବେଶ କରିବାକୁ ଆସୁଛନ୍ତି।

ବିଦେଶ ନୀତି ସଫଳ ହେଲେ ଦେଶର ଛବି ଦୁନିଆରେ ପ୍ରତିଫଳିତ ହୁଏ। କୋଭିଡରେ ପ୍ରଭାବିତ ସତ୍ତ୍ବେ ଆମ ଅର୍ଥନୀତି ଟ୍ରାକକୁ ଫେରିଛୁ ବୋଲି ଜୟଶଙ୍କର କହିଛନ୍ତି।

The post ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର appeared first on Dharitri Odia News.