ଆଜି ଆସିବ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି

ପୁରୀ,୯ା୭(ଅଜିତ୍‌ କୁମାର ମହାନ୍ତି):ହାଇକୋର୍ଟର ପୂର୍ବତନ ବିଚାରପତି ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠନ କରାଯାଇଥିବା ରନତ୍ଭଣ୍ଡାର ଯାଞ୍ଚ କମିଟିର ଦ୍ୱିତୀୟ ବୈଠକ ମଙ୍ଗଳବାର ବସିବ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ସକାଳ ୧୦ ଟାରେ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ରତ୍ନଭଣ୍ଡାର ଖୋଲିବା ନେଇ ବିସ୍ତୃତ ଆଲୋଚନା କରାଯିବା ସହ କେବେ ଖୋଲିବ ସେନେଇ ନିଷ୍ପତ୍ତି ନିଆଯିବ। ବୈଠକରେ ଜିଲା ଟ୍ରେଜେରୀରୁ ମିଳିଥିବା ଡୁପ୍ଲିକେଟ ଚାବିକୁ କମିଟି ନିକଟରେ ଦାଖଲ କରାଯିବ ବୋଲି ଗତ ଶନିବାର ବସିଥିବା […] The post ଆଜି ଆସିବ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି appeared first on Dharitri Odia News.

ଆଜି ଆସିବ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି

ପୁରୀ,୯ା୭(ଅଜିତ୍‌ କୁମାର ମହାନ୍ତି):ହାଇକୋର୍ଟର ପୂର୍ବତନ ବିଚାରପତି ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠନ କରାଯାଇଥିବା ରନତ୍ଭଣ୍ଡାର ଯାଞ୍ଚ କମିଟିର ଦ୍ୱିତୀୟ ବୈଠକ ମଙ୍ଗଳବାର ବସିବ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ସକାଳ ୧୦ ଟାରେ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ରତ୍ନଭଣ୍ଡାର ଖୋଲିବା ନେଇ ବିସ୍ତୃତ ଆଲୋଚନା କରାଯିବା ସହ କେବେ ଖୋଲିବ ସେନେଇ ନିଷ୍ପତ୍ତି ନିଆଯିବ। ବୈଠକରେ ଜିଲା ଟ୍ରେଜେରୀରୁ ମିଳିଥିବା ଡୁପ୍ଲିକେଟ ଚାବିକୁ କମିଟି ନିକଟରେ ଦାଖଲ କରାଯିବ ବୋଲି ଗତ ଶନିବାର ବସିଥିବା ପ୍ରଥମ ବୈଠକରେ କୁହାଯାଇଥିଲା।

The post ଆଜି ଆସିବ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି appeared first on Dharitri Odia News.