ଆଜି ଇସ୍ତଫା ଦେବେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ

ଶିମଲା,୨୮।୨: ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ପଦରୁ ଇସ୍ତଫା ଦେଇପାରନ୍ତି। କଂଗ୍ରେସ ହାଇକମାଣ୍ଡଙ୍କ ପକ୍ଷରୁ ପଠାଇଥିବା ପର୍ଯ୍ୟବେକ୍ଷକଙ୍କ ସାମ୍ନାରେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ପ୍ରସ୍ତାବ ଦେଇଛନ୍ତି। ତେବେ ସେ ଏ ପର୍ଯ୍ୟନ୍ତ ରାଜ୍ୟପାଳଙ୍କ ନିକଟରେ କୌଣସି ଇସ୍ତଫା ଦାଖଲ କରିନାହାଁନ୍ତି। ସୂତ୍ରରୁ ପ୍ରକାଶ ଯେ, ସୁଖବିନ୍ଦର ସିଂ ସୁଖ ଆଜି ସା ସୁଦ୍ଧା ରାଜ୍ୟପାଳଙ୍କ ନିକଟରେ ତାଙ୍କ ଇସ୍ତଫା ପତ୍ର ଦାଖଲ କରିପାରନ୍ତି। The post ଆଜି ଇସ୍ତଫା ଦେବେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ appeared first on Dharitri Odia News.

ଆଜି ଇସ୍ତଫା ଦେବେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ

ଶିମଲା,୨୮।୨: ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ପଦରୁ ଇସ୍ତଫା ଦେଇପାରନ୍ତି। କଂଗ୍ରେସ ହାଇକମାଣ୍ଡଙ୍କ ପକ୍ଷରୁ ପଠାଇଥିବା ପର୍ଯ୍ୟବେକ୍ଷକଙ୍କ ସାମ୍ନାରେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ପ୍ରସ୍ତାବ ଦେଇଛନ୍ତି। ତେବେ ସେ ଏ ପର୍ଯ୍ୟନ୍ତ ରାଜ୍ୟପାଳଙ୍କ ନିକଟରେ କୌଣସି ଇସ୍ତଫା ଦାଖଲ କରିନାହାଁନ୍ତି।

ସୂତ୍ରରୁ ପ୍ରକାଶ ଯେ, ସୁଖବିନ୍ଦର ସିଂ ସୁଖ ଆଜି ସା ସୁଦ୍ଧା ରାଜ୍ୟପାଳଙ୍କ ନିକଟରେ ତାଙ୍କ ଇସ୍ତଫା ପତ୍ର ଦାଖଲ କରିପାରନ୍ତି।

The post ଆଜି ଇସ୍ତଫା ଦେବେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ appeared first on Dharitri Odia News.