ଆଜି ଏସବୁ ଜିଲାକୁ ବର୍ଷା, ଆସନ୍ତାକାଲି ବି ବର୍ଷିବ

ଭୁବନେଶ୍ୱର,୨୮ା୧୨: ଶନିବାର ଓ ଆସନ୍ତାକାଲି ୨ ଦିନ ଧରି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ପଶ୍ଚିମା ଝଡ଼ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠାରୁ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ତେବେ ଆଜି ବରଗଡ଼, ବଲାଙ୍ଗୀର,ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର ଏବଂ ନୂଆପଡ଼ାରେ ବର୍ଷିବ। ସେହିପରି ଆସନ୍ତାକାଲି ଅର୍ଥାତ ୨୯ ତାରିଖରେ କନ୍ଧମାଳ, କଳାହାଣ୍ଡି, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କେନ୍ଦୁଝର […] The post ଆଜି ଏସବୁ ଜିଲାକୁ ବର୍ଷା, ଆସନ୍ତାକାଲି ବି ବର୍ଷିବ appeared first on Dharitri Odia News.

ଆଜି ଏସବୁ ଜିଲାକୁ ବର୍ଷା, ଆସନ୍ତାକାଲି ବି ବର୍ଷିବ

ଭୁବନେଶ୍ୱର,୨୮ା୧୨: ଶନିବାର ଓ ଆସନ୍ତାକାଲି ୨ ଦିନ ଧରି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ପଶ୍ଚିମା ଝଡ଼ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠାରୁ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ତେବେ ଆଜି ବରଗଡ଼, ବଲାଙ୍ଗୀର,ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର ଏବଂ ନୂଆପଡ଼ାରେ ବର୍ଷିବ।

ସେହିପରି ଆସନ୍ତାକାଲି ଅର୍ଥାତ ୨୯ ତାରିଖରେ କନ୍ଧମାଳ, କଳାହାଣ୍ଡି, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲାରେ ବି ବର୍ଷା ହେବ। ନୂଆବର୍ଷରେ ପାଗ ଶୁଖିଲା ରହିବା ସହ ଶୀତ ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

The post ଆଜି ଏସବୁ ଜିଲାକୁ ବର୍ଷା, ଆସନ୍ତାକାଲି ବି ବର୍ଷିବ appeared first on Dharitri Odia News.