ଆଜି ଓଡ଼ିଶା ଆସିବେ ଜାତୀୟ ମହିଳା ଆୟୋଗ ଅଧ୍ୟକ୍ଷା
ଭୁବନେଶ୍ୱର,୧୦ା୨ (ବନ୍ଦନା ସେଠୀ): ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ବିଜୟା ରାହତକର ସୋମବାରଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ସମୟରେ ରାହତକର ଓଡ଼ିଶା ରାଜ୍ୟ ମହିଳା ଆୟୋଗର ପ୍ରତିଷ୍ଠା ଦିବସରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ମାନବ ଚାଲାଣର ନିରାକରଣ, ଯୌନ ଉତ୍ପୀଡ଼ନ ବିରୋଧ ଆଇନ (ପୋସ୍ ଆକ୍ଟ) ଓ ବାଲ୍ୟବିବାହ ନିରାକରଣରେ ରାଜ୍ୟର ସ୍ଥିତି ସମ୍ପର୍କରେ ସମୀକ୍ଷା କରିବେ ବୋଲି ଜଣାପଡିଛି। The post ଆଜି ଓଡ଼ିଶା ଆସିବେ ଜାତୀୟ ମହିଳା ଆୟୋଗ ଅଧ୍ୟକ୍ଷା appeared first on Dharitri Odia News.
ଭୁବନେଶ୍ୱର,୧୦ା୨ (ବନ୍ଦନା ସେଠୀ): ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ବିଜୟା ରାହତକର ସୋମବାରଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ସମୟରେ ରାହତକର ଓଡ଼ିଶା ରାଜ୍ୟ ମହିଳା ଆୟୋଗର ପ୍ରତିଷ୍ଠା ଦିବସରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ମାନବ ଚାଲାଣର ନିରାକରଣ, ଯୌନ ଉତ୍ପୀଡ଼ନ ବିରୋଧ ଆଇନ (ପୋସ୍ ଆକ୍ଟ) ଓ ବାଲ୍ୟବିବାହ ନିରାକରଣରେ ରାଜ୍ୟର ସ୍ଥିତି ସମ୍ପର୍କରେ ସମୀକ୍ଷା କରିବେ ବୋଲି ଜଣାପଡିଛି।
The post ଆଜି ଓଡ଼ିଶା ଆସିବେ ଜାତୀୟ ମହିଳା ଆୟୋଗ ଅଧ୍ୟକ୍ଷା appeared first on Dharitri Odia News.