ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୮।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବେ। ପ୍ରଥମେ ରାଷ୍ଟ୍ରପତି ନିଜ ଜିଲା ମୟୂରଭଞ୍ଜ ଗସ୍ତ କରିବେ। ଅପରାହ୍ନରେ ରାଷ୍ଟ୍ରପତି ସୁକ୍ରୁଲି ପାଣ୍ଡୁରସିଳୀ ଫୁଟବଲ ଗ୍ରାଉଣ୍ଡରେ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ପରେ ରାଇରଙ୍ଗପୁରର କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିବେ। ଏଥିସହିତ ୨୯ ତାରିଖ ସକାଳେ କେନ୍ଦୁଝର […] The post ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ appeared first on Dharitri Odia News.

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୮।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବେ। ପ୍ରଥମେ ରାଷ୍ଟ୍ରପତି ନିଜ ଜିଲା ମୟୂରଭଞ୍ଜ ଗସ୍ତ କରିବେ।

ଅପରାହ୍ନରେ ରାଷ୍ଟ୍ରପତି ସୁକ୍ରୁଲି ପାଣ୍ଡୁରସିଳୀ ଫୁଟବଲ ଗ୍ରାଉଣ୍ଡରେ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ପରେ ରାଇରଙ୍ଗପୁରର କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିବେ। ଏଥିସହିତ ୨୯ ତାରିଖ ସକାଳେ କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାୟଳରେ କେନ୍ଦୁଝର ଜନଜାତିଙ୍କ ଉପରେ ଆୟୋଜିତ ଏକ ଜାତୀୟସ୍ତରୀୟ ଆଲୋଚନା ଚକ୍ରକୁ ରାଷ୍ଟ୍ରପତି ଉଦ୍‌ଘାଟନ କରିବେ।

The post ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ appeared first on Dharitri Odia News.