ଆଜି ତୃତୀୟ ଶ୍ରାବଣ ସୋମବାର, ଚଳଚଞ୍ଚଳ ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ଵରଙ୍କ ପୀଠ

ଆଜି ଶ୍ରାବଣ ମାସର ତୃତୀୟ ସୋମବାର । ମହାଦେବଙ୍କୁ ଜଳ ଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼।

ଆଜି ତୃତୀୟ ଶ୍ରାବଣ ସୋମବାର, ଚଳଚଞ୍ଚଳ ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ଵରଙ୍କ ପୀଠ

ଆଜି ଶ୍ରାବଣ ମାସର ତୃତୀୟ ସୋମବାର । ମହାଦେବଙ୍କୁ ଜଳ ଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼। ଏହି ଅବସରରେ କଟକ ଜିଲ୍ଲା ଆଠଗଡ଼ର ଅନ୍ୟତମ ଶୈବ ପୀଠ ବାବା ଧବଳେଶ୍ଵରଙ୍କ ପୀଠରେ କାଉଡ଼ିଆ ଭକ୍ତ ମାନଙ୍କର ବେଶ ସମାଗମ ଦେଖିବାକୁ ମିଳିଛି।