ଆଜି ପବିତ୍ର ଶାମ୍ବ ଦଶମୀ: ଚନ୍ଦ୍ରଭାଗାରେ ସୂର୍ଯ୍ୟ ଦେବତାଙ୍କୁ ପୂଜା କରି ବୁଡ଼ ପକାଇଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର,୨୦।୧: ଆଜି ପବିତ୍ର ଶାମ୍ବ ଦଶମୀ। ଏହି ପବିତ୍ର ଦିନରେ କୋଣାର୍କରେ ସୂର୍ଯ୍ୟଙ୍କ ରଥ ଯାତ୍ରା ଅନୁଷ୍ଠିତ ହୋଇଥାଏ। ରଥ ସ୍ଥାନୀୟ ଅନନ୍ତ ଅବଧୂତ ମଠରୁ ବାହାରି ଚନ୍ଦ୍ରଭଗା ପର୍ଯ୍ୟନ୍ତ ରଥ ଯାତ୍ରା ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏପରିକି ୫ ଦିନ ସୌର ମହାଯଜ୍ଞ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଶ୍ରଦ୍ଧାଳୁ ଚନ୍ଦ୍ରଭାଗାରେ ପହଞ୍ଚି ସୂର୍ଯ୍ୟଙ୍କୁ ପୂଜାର୍ଚ୍ଚନା କରି ସମୁଦ୍ରରେ ବୁଡ଼ ପକାଇଛନ୍ତି। ଏନେଇ ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି। ଅନ୍ୟପକ୍ଷେ ଶାନ୍ତି ଶୃଙ୍ଖଳାକୁ […] The post ଆଜି ପବିତ୍ର ଶାମ୍ବ ଦଶମୀ: ଚନ୍ଦ୍ରଭାଗାରେ ସୂର୍ଯ୍ୟ ଦେବତାଙ୍କୁ ପୂଜା କରି ବୁଡ଼ ପକାଇଲେ ଶ୍ରଦ୍ଧାଳୁ appeared first on Dharitri Odia News.

ଆଜି ପବିତ୍ର ଶାମ୍ବ ଦଶମୀ: ଚନ୍ଦ୍ରଭାଗାରେ ସୂର୍ଯ୍ୟ ଦେବତାଙ୍କୁ ପୂଜା କରି ବୁଡ଼ ପକାଇଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର,୨୦।୧: ଆଜି ପବିତ୍ର ଶାମ୍ବ ଦଶମୀ। ଏହି ପବିତ୍ର ଦିନରେ କୋଣାର୍କରେ ସୂର୍ଯ୍ୟଙ୍କ ରଥ ଯାତ୍ରା ଅନୁଷ୍ଠିତ ହୋଇଥାଏ। ରଥ ସ୍ଥାନୀୟ ଅନନ୍ତ ଅବଧୂତ ମଠରୁ ବାହାରି ଚନ୍ଦ୍ରଭଗା ପର୍ଯ୍ୟନ୍ତ ରଥ ଯାତ୍ରା ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏପରିକି ୫ ଦିନ ସୌର ମହାଯଜ୍ଞ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଶ୍ରଦ୍ଧାଳୁ ଚନ୍ଦ୍ରଭାଗାରେ ପହଞ୍ଚି ସୂର୍ଯ୍ୟଙ୍କୁ ପୂଜାର୍ଚ୍ଚନା କରି ସମୁଦ୍ରରେ ବୁଡ଼ ପକାଇଛନ୍ତି। ଏନେଇ ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି। ଅନ୍ୟପକ୍ଷେ ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ପ୍ରାଶସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।

The post ଆଜି ପବିତ୍ର ଶାମ୍ବ ଦଶମୀ: ଚନ୍ଦ୍ରଭାଗାରେ ସୂର୍ଯ୍ୟ ଦେବତାଙ୍କୁ ପୂଜା କରି ବୁଡ଼ ପକାଇଲେ ଶ୍ରଦ୍ଧାଳୁ appeared first on Dharitri Odia News.