ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ: ସେବାୟତଙ୍କ ସହ କରିବେ ଆଲୋଚନା
ଭୁବନେଶ୍ୱର,୧।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଅପରାହ୍ନରେ ପୁରୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାର ଆଗାମୀ ନୀତିକାନ୍ତି ସମ୍ପର୍କରେ ଶ୍ରୀମନ୍ଦିର ସେବାୟତଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି। ଶରଧାବାଲି ଅଘଟଣ ପରେ ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପୁରୀ ଗସ୍ତ ହେବ। The post ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ: ସେବାୟତଙ୍କ ସହ କରିବେ ଆଲୋଚନା appeared first on Dharitri Odia News.
ଭୁବନେଶ୍ୱର,୧।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଅପରାହ୍ନରେ ପୁରୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାର ଆଗାମୀ ନୀତିକାନ୍ତି ସମ୍ପର୍କରେ ଶ୍ରୀମନ୍ଦିର ସେବାୟତଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି। ଶରଧାବାଲି ଅଘଟଣ ପରେ ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପୁରୀ ଗସ୍ତ ହେବ।
The post ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ: ସେବାୟତଙ୍କ ସହ କରିବେ ଆଲୋଚନା appeared first on Dharitri Odia News.