ଆଜି ପ୍ରକାଶ ପାଇପାରେ ସିବିଏସ୍‌ଇ ଦଶମ, ଦ୍ୱାଦଶ ରେଜଲ୍ଟ

ଭୁବନେଶ୍ୱର,୧୩ା୫(ସୁଚିସ୍ମିତା ସାହୁ):ମଙ୍ଗଳବାର ପ୍ରକାଶ ପାଇପାରେ ସିବିଏସ୍‌ଇ ରେଜଲ୍ଟ। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ମଙ୍ଗଳବାର ଘୋଷଣା ହେବା ଖବର ପ୍ରଚାରିତ ହେବା ପରେ ଛାତ୍ରୀଛାତ୍ର, ଅଭିଭାବକ ଓ ସ୍କୁଲ୍‌ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଛାତ୍ରୀଛାତ୍ର ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ମାଧ୍ୟମରେ ରେଜଲ୍ଟ ଦେଖିପାରିବେ। ଏଥିସହ digilocker.gov.inରେ ମଧ୍ୟ ରେଜଲ୍ଟ ଉପଲବ୍ଧ ହେବ। The post ଆଜି ପ୍ରକାଶ ପାଇପାରେ ସିବିଏସ୍‌ଇ ଦଶମ, ଦ୍ୱାଦଶ ରେଜଲ୍ଟ appeared first on Dharitri Odia News.

ଆଜି ପ୍ରକାଶ ପାଇପାରେ ସିବିଏସ୍‌ଇ ଦଶମ, ଦ୍ୱାଦଶ ରେଜଲ୍ଟ

ଭୁବନେଶ୍ୱର,୧୩ା୫(ସୁଚିସ୍ମିତା ସାହୁ):ମଙ୍ଗଳବାର ପ୍ରକାଶ ପାଇପାରେ ସିବିଏସ୍‌ଇ ରେଜଲ୍ଟ। କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ମଙ୍ଗଳବାର ଘୋଷଣା ହେବା ଖବର ପ୍ରଚାରିତ ହେବା ପରେ ଛାତ୍ରୀଛାତ୍ର, ଅଭିଭାବକ ଓ ସ୍କୁଲ୍‌ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଛାତ୍ରୀଛାତ୍ର ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ମାଧ୍ୟମରେ ରେଜଲ୍ଟ ଦେଖିପାରିବେ। ଏଥିସହ digilocker.gov.inରେ ମଧ୍ୟ ରେଜଲ୍ଟ ଉପଲବ୍ଧ ହେବ।

The post ଆଜି ପ୍ରକାଶ ପାଇପାରେ ସିବିଏସ୍‌ଇ ଦଶମ, ଦ୍ୱାଦଶ ରେଜଲ୍ଟ appeared first on Dharitri Odia News.