ଆଜି ପ୍ରଚାର କରିବେ ରାହୁଲ ଗାନ୍ଧୀ, ସ୍ମୃତି ଇରାନୀ
ଖଇରା/ସିମୁଳିଆ, ୩୦।୫ (ଉତ୍କଳବନ୍ଧୁ ପଣ୍ଡା/ସନ୍ତୋଷ ନାୟକ)ବାଲେଶ୍ୱର ଜିଲା ସିମୁଳିଆ ନିର୍ବାଚନମଣ୍ଡଳୀରେ ଗୁରୁବାର ପ୍ରଚାର ଶେଷ ଦିନ ଥିବା ବେଳେ କଂଗ୍ରେସ, ଭଜପା ଓ ବିଜେଡିର ହେଭିୱେଟମାନେ ପ୍ରଚାରକୁ ଓହ୍ଲାଉଥିବା ସୂଚନା ମିଳିଛି। କଂଗ୍ରେସ ପାଇଁ ରାହୁଲ ଗାନ୍ଧୀ ସିମୁଳିଆ ବ୍ଲକର ମଇତାପୁରଠାରେ ସାଧାରଣ ସଭାରେ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ଅଡା ଫାୟାର ଷ୍ଟେଶନ ପଡିଆରେ ଆୟୋଜିତ ସମାବେଶରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଓ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ସେହିଭଳି […] The post ଆଜି ପ୍ରଚାର କରିବେ ରାହୁଲ ଗାନ୍ଧୀ, ସ୍ମୃତି ଇରାନୀ appeared first on Dharitri Odia News.
ଖଇରା/ସିମୁଳିଆ, ୩୦।୫ (ଉତ୍କଳବନ୍ଧୁ ପଣ୍ଡା/ସନ୍ତୋଷ ନାୟକ)ବାଲେଶ୍ୱର ଜିଲା ସିମୁଳିଆ ନିର୍ବାଚନମଣ୍ଡଳୀରେ ଗୁରୁବାର ପ୍ରଚାର ଶେଷ ଦିନ ଥିବା ବେଳେ କଂଗ୍ରେସ, ଭଜପା ଓ ବିଜେଡିର ହେଭିୱେଟମାନେ ପ୍ରଚାରକୁ ଓହ୍ଲାଉଥିବା ସୂଚନା ମିଳିଛି। କଂଗ୍ରେସ ପାଇଁ ରାହୁଲ ଗାନ୍ଧୀ ସିମୁଳିଆ ବ୍ଲକର ମଇତାପୁରଠାରେ ସାଧାରଣ ସଭାରେ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ଅଡା ଫାୟାର ଷ୍ଟେଶନ ପଡିଆରେ ଆୟୋଜିତ ସମାବେଶରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଓ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ସେହିଭଳି ଖଇରା ବ୍ଲକର ପତିରାଜପୁର ପଡିଆରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ପ୍ରଚାର ପାଇଁ ଆସୁଥିବା ଜଣାଯାଇଛି।
The post ଆଜି ପ୍ରଚାର କରିବେ ରାହୁଲ ଗାନ୍ଧୀ, ସ୍ମୃତି ଇରାନୀ appeared first on Dharitri Odia News.