ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀ ଭାବେ ସମ୍ବଲପୁର ଲୋକ ସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଯାଉଥିବା ବେଳେ ପ୍ରଥମେ ସେ ମା’ ସମଲେଶ୍ବରୀଙ୍କ ଦର୍ଶନ କରିବା ପରେ ନାମାଙ୍କନ ପତ୍ର […] The post ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ appeared first on Dharitri Odia News.

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀ ଭାବେ ସମ୍ବଲପୁର ଲୋକ ସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଯାଉଥିବା ବେଳେ ପ୍ରଥମେ ସେ ମା’ ସମଲେଶ୍ବରୀଙ୍କ ଦର୍ଶନ କରିବା ପରେ ନାମାଙ୍କନ ପତ୍ର ଦାଖଲ କରିବାକୁ ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯିବେ ବୋଳି ସୂଚନା ରହିଛି। ଅନ୍ୟପଟେ ପୁରୀ ଲୋକସଭା ଆସନରୁ ଅରୁପ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିବେ।

The post ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ appeared first on Dharitri Odia News.