ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ଭୁବନେଶ୍ୱର,୨୮ା୧୦(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସୋମବାର ସ୍ଥଗିତ ରଖାଯାଇଛି। ବାତ୍ୟାର ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଅଭିଯୋଗ ଶୁଣାଣି ବନ୍ଦ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯେଉଁମାନେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ଲାଗି ଅନ୍ଲାଇନ୍ରେ ପଞ୍ଜୀକରଣ କରିଥିଲେ ସେମାନେ ପରବର୍ତ୍ତୀ ଅଭିଯୋଗ ଶୁଣାଣି ସମୟରେ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ ବୋଲି କୁହାଯାଇଛି। The post ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ appeared first on Dharitri Odia News.
ଭୁବନେଶ୍ୱର,୨୮ା୧୦(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସୋମବାର ସ୍ଥଗିତ ରଖାଯାଇଛି। ବାତ୍ୟାର ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଅଭିଯୋଗ ଶୁଣାଣି ବନ୍ଦ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯେଉଁମାନେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ଲାଗି ଅନ୍ଲାଇନ୍ରେ ପଞ୍ଜୀକରଣ କରିଥିଲେ ସେମାନେ ପରବର୍ତ୍ତୀ ଅଭିଯୋଗ ଶୁଣାଣି ସମୟରେ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ ବୋଲି କୁହାଯାଇଛି।
The post ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ appeared first on Dharitri Odia News.