ଆଜି ବାରୁଣି ସ୍ନାନ: ବୁଡ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ଭୁବନେଶ୍ୱର,୬।୪: ଆଜି ବାରୁଣି ସ୍ନାନ। ଯାଜପୁର ବୈତରଣୀ ନଦୀର ଦଶ୍ୱାଶମେଧ ଘାଟରେ ବୁଡ ଓ ପିଣ୍ଡ ପକାଇବା ଲାଗି ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସକାଳ ୬.୦୯ଠାରୁ ଦିନ ୧୨.୫୭ ମିନିଟ୍‌ ଯାଏ ବୁଡ ପକାଇବା ପାଇଁ ଯୋଗ ଥିବାରୁ ଶ୍ରଦ୍ଧାଳୁ ମାନେ ବୈତରଣୀ ନଦୀର ଦଶ୍ୱାଶମେଧ ଘାଟରେ ପହଞ୍ଚି ବୁଡ ପକାଇବା ସହ ପିଣ୍ଡ ଦାନ କରିଛନ୍ତି। The post ଆଜି ବାରୁଣି ସ୍ନାନ: ବୁଡ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ appeared first on Dharitri Odia News.

ଆଜି ବାରୁଣି ସ୍ନାନ: ବୁଡ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ଭୁବନେଶ୍ୱର,୬।୪: ଆଜି ବାରୁଣି ସ୍ନାନ। ଯାଜପୁର ବୈତରଣୀ ନଦୀର ଦଶ୍ୱାଶମେଧ ଘାଟରେ ବୁଡ ଓ ପିଣ୍ଡ ପକାଇବା ଲାଗି ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସକାଳ ୬.୦୯ଠାରୁ ଦିନ ୧୨.୫୭ ମିନିଟ୍‌ ଯାଏ ବୁଡ ପକାଇବା ପାଇଁ ଯୋଗ ଥିବାରୁ ଶ୍ରଦ୍ଧାଳୁ ମାନେ ବୈତରଣୀ ନଦୀର ଦଶ୍ୱାଶମେଧ ଘାଟରେ ପହଞ୍ଚି ବୁଡ ପକାଇବା ସହ ପିଣ୍ଡ ଦାନ କରିଛନ୍ତି।

The post ଆଜି ବାରୁଣି ସ୍ନାନ: ବୁଡ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ appeared first on Dharitri Odia News.