ଆଜି ବି ପ୍ରମିଳାଙ୍କ ଭାଇଙ୍କ ଘରେ ଚଢ଼ାଉ: ଛନ୍ଦି ହୋଇଯିବେନିତ….

ଭୁବନେଶ୍ୱର,୧୯।୧୨: ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଆଜି ବି ରେଡ ହୋଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ଚାଲିଛି ଇଡିର ରେଡସମ୍ବଲପୁରର ଦାନିପାଲିରେ ରେଡ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ବିଶ୍ବ ଏନ୍‌ଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ ଭାଇ। ତେବେ ଏହି ମାମଲାରେ ପ୍ରମିଳା ଛନ୍ଦି ହୋଇଯିବେ ନିତ ଯାହାକୁ ନେଇ ଚର୍ଚ୍ଚା ହେଉଛି। ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ପକ୍ଷରୁ ବୁଧବାର ଚଢାଉ ହୋଇଥିଲା। ୨୩୧ କୋଟି ଠକେଇ ଅଭିଯୋଗରେ ବଡ଼ଧରଣର […] The post ଆଜି ବି ପ୍ରମିଳାଙ୍କ ଭାଇଙ୍କ ଘରେ ଚଢ଼ାଉ: ଛନ୍ଦି ହୋଇଯିବେନିତ…. appeared first on Dharitri Odia News.

ଆଜି ବି ପ୍ରମିଳାଙ୍କ ଭାଇଙ୍କ ଘରେ ଚଢ଼ାଉ: ଛନ୍ଦି ହୋଇଯିବେନିତ….

ଭୁବନେଶ୍ୱର,୧୯।୧୨: ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଆଜି ବି ରେଡ ହୋଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ଚାଲିଛି ଇଡିର ରେଡସମ୍ବଲପୁରର ଦାନିପାଲିରେ ରେଡ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।
ବିଶ୍ବ ଏନ୍‌ଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ ଭାଇ। ତେବେ ଏହି ମାମଲାରେ ପ୍ରମିଳା ଛନ୍ଦି ହୋଇଯିବେ ନିତ ଯାହାକୁ ନେଇ ଚର୍ଚ୍ଚା ହେଉଛି। ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ପକ୍ଷରୁ ବୁଧବାର ଚଢାଉ ହୋଇଥିଲା। ୨୩୧ କୋଟି ଠକେଇ ଅଭିଯୋଗରେ ବଡ଼ଧରଣର ଇଡି ରେଡ ହୋଇଛି। ସମ୍ବଲପୁର ଓ ଦିଲ୍ଲୀରେ ଇଡି ଚଢାଉ କରିଛି। ବିଶ୍ବ ଏନଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ ଭାଇ ।ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଥିଲା।

The post ଆଜି ବି ପ୍ରମିଳାଙ୍କ ଭାଇଙ୍କ ଘରେ ଚଢ଼ାଉ: ଛନ୍ଦି ହୋଇଯିବେନିତ…. appeared first on Dharitri Odia News.