ଆଜି ବି ରାଜ୍ୟବ୍ୟାପି ଅଗ୍ନିବର୍ଷା ସ୍ଥିତି
ତତଲା କଡ଼େଇରେ ସିଝୁଛି ସାରା ଓଡ଼ିଶା। ଗୁଳୁଗୁଳିରେ ଦହଗଞ୍ଜ କରୁଛି, ଟାଣ ଖରାରେ ମୁଣ୍ଡ ଘୁରାଇ ଦେଉଛି। ଖାଲି ସେତିକି ନୁହେଁ, ଗତକାଲି ଗୋଟିଏ ଦିନରେ ୮ଜଣ ଅଂଶୁଘାତର ଶିକାର ହୋଇଛନ୍ତି ।