ଆଜି ବିଶ୍ୱନିୟନ୍ତାଙ୍କ ବାହୁଡ଼ା ଯାତ୍ରା

ଶରଧାବାଲିରେ ଶ୍ରୀଜିଉଙ୍କୁ ଅପେକ୍ଷା କରିଛି ତିନି ରଥ ।

ଆଜି ବିଶ୍ୱନିୟନ୍ତାଙ୍କ ବାହୁଡ଼ା ଯାତ୍ରା

ସରିଲା ଜନ୍ମବେଦୀରେ ଲୀଳାଖେଳା। ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ। ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ। ଶୁଣନ୍ତୁ କ’ଣ କହୁଛନ୍ତି ପଣ୍ଡିତ ସୂର୍ଯ୍ୟନାରାୟଣ ରଥଶର୍ମା ..