ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟେଷ୍ଟ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଆଡିଲେଡ,୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟ ଡିସେମ୍ବର ୬ରୁ ଆଡିଲେଡର ଓଭାଲରେ ଖେଳାଯିବ। ଏହା ପିଙ୍କ୍‌ ବଲ ଦିନରାତି ଟେଷ୍ଟ ହେବ। ଏହାପୂର୍ବରୁ ପର୍ଥରେ ଖେଳାଯାଇଥିବା ସିରିଜର ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ୨୯୫ ରନ ଜିତିଥିଲା। ବର୍ତ୍ତମାନ ଦ୍ୱିତୀୟ ଟେଷ୍ଟରେ ମଧ୍ୟ ଜିତି ଭାରତୀୟ ଦଳ ସିରିଜରେ ୨-୦ ଅଗ୍ରଣୀ ହାସଲ କରିବାକୁ ଚାହୁଁଛି। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟ ଭାରତୀୟ ସମୟ ଅନୁଯାୟୀ […] The post ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟେଷ୍ଟ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌ appeared first on Dharitri Odia News.

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟେଷ୍ଟ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଆଡିଲେଡ,୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟ ଡିସେମ୍ବର ୬ରୁ ଆଡିଲେଡର ଓଭାଲରେ ଖେଳାଯିବ। ଏହା ପିଙ୍କ୍‌ ବଲ ଦିନରାତି ଟେଷ୍ଟ ହେବ। ଏହାପୂର୍ବରୁ ପର୍ଥରେ ଖେଳାଯାଇଥିବା ସିରିଜର ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ୨୯୫ ରନ ଜିତିଥିଲା। ବର୍ତ୍ତମାନ ଦ୍ୱିତୀୟ ଟେଷ୍ଟରେ ମଧ୍ୟ ଜିତି ଭାରତୀୟ ଦଳ ସିରିଜରେ ୨-୦ ଅଗ୍ରଣୀ ହାସଲ କରିବାକୁ ଚାହୁଁଛି।

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟ ଭାରତୀୟ ସମୟ ଅନୁଯାୟୀ ମ୍ୟାଚ ସକାଳ ୯.୩୦ରେ ଆରମ୍ଭ ହେବ। ଟସ ଅଧା ଘଣ୍ଟା ପୂର୍ବରୁ ଅର୍ଥାତ୍‌ ସକାଳ ୯.୩୦ରେ ହେବ। ଦ୍ୱିତୀୟ ଟେଷ୍ଟ ଷ୍ଟାର ସ୍ପୋର୍ଟସ ମାଧ୍ୟମରେ ଭାରତରେ ସିଧା ପ୍ରସାରଣ ହେବ। ଏହା ବ୍ୟତୀତ ମ୍ୟାଚ ଡିଡି ସ୍ପୋର୍ଟସରେ ସିଧା ପ୍ରସାରଣ ହେବ। ଡିଜନି ପ୍ଲସ ହଟଷ୍ଟାରରେ ଭାରତରେ ସିଧା ପ୍ରସାରଣ ହେବ।

The post ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟେଷ୍ଟ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌ appeared first on Dharitri Odia News.