ଆଜି ମାଲକାନଗିରି ବିମାନ ବନ୍ଦର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ
ମାଲକାନଗିରି:ଆଜି ମଙ୍ଗଳବାର ଦିନ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଗସ୍ତରେ ଆସୁଛନ୍ତି।ଏହା ପୂର୍ବରୁ ସୋମବାର ସେଠାରେ ପହଁଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ଯାଜପୁର ବିଧାୟକ ତଥା ବିଜୁ ଜନତା ଦଳ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ।ମଙ୍ଗଳବାର ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ପହଞ୍ଚି ବିମାନ ବନ୍ଦରର ଲୋକାର୍ପଣ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ମାଲକାନଗିରିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ଏହି ଅନୁଧ୍ୟାନ ସମୟରେ ଜିଲ୍ଲାର ଜିଲ୍ଲାପାଳ,ଆରକ୍ଷୀ ଅଧିକ୍ଷକ,ବରିଷ୍ଠ ଅଧିକାରୀଙ୍କ […] The post ଆଜି ମାଲକାନଗିରି ବିମାନ ବନ୍ଦର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ appeared first on Odisha.News.
ମାଲକାନଗିରି:ଆଜି ମଙ୍ଗଳବାର ଦିନ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଗସ୍ତରେ ଆସୁଛନ୍ତି।ଏହା ପୂର୍ବରୁ ସୋମବାର ସେଠାରେ ପହଁଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ଯାଜପୁର ବିଧାୟକ ତଥା ବିଜୁ ଜନତା ଦଳ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ।ମଙ୍ଗଳବାର ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ପହଞ୍ଚି ବିମାନ ବନ୍ଦରର ଲୋକାର୍ପଣ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ମାଲକାନଗିରିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି । ଏହି ଅନୁଧ୍ୟାନ ସମୟରେ ଜିଲ୍ଲାର ଜିଲ୍ଲାପାଳ,ଆରକ୍ଷୀ ଅଧିକ୍ଷକ,ବରିଷ୍ଠ ଅଧିକାରୀଙ୍କ ସହିତ ସାଂସାଦ,ଚିତ୍ରକୋଣ୍ଡା ଓ ମାଲକାନଗିରି ବିଧାୟକ,ଜିଲ୍ଲାପରିଷଦ ଅଧ୍ୟକ୍ଷାଙ୍କ ସମେତ ବିଭିନ୍ନ ଜନପ୍ରତିନିଧି ଓ ବିଜେଡିର ବରିଷ୍ଠ ନେତା ଉପସ୍ଥିତ ରହିଥିଲେ।
The post ଆଜି ମାଲକାନଗିରି ବିମାନ ବନ୍ଦର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ appeared first on Odisha.News.