ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ
କେନ୍ଦୁଝର,୯ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସଂକ୍ଷିପ୍ତ ଗସ୍ତରେ କେନ୍ଦୁଝରକୁ ଆସିବାର କାର୍ଯ୍ୟକ୍ରମ ରହିଛି। ରବିବାର ୧୦ଟା୧୦ରେ ଧରଣୀଧର ମେଡିକାଲ କଲେଜରେ ଆୟୋଜିତ ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍ଏ)ର ୭୪ତମ ବାର୍ଷିକ ରାଜ୍ୟ ସମ୍ମିଳନୀରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉଦ୍ଘାଟନ କରିବେ । ଏହି କାର୍ଯ୍ୟକ୍ରମରେ ୧ଘଣ୍ଟା ୧୦ମିନିଟ ରହିବା ପରେ ହେଲିକପ୍ଟରରେ ପୂର୍ବାହ୍ନ ୧୧ଟା୩୦ରେ ମୁଖ୍ୟମନ୍ତ୍ରୀ କଟକ ଅଭିମୁଖେ ବାହାରିବେ ବୋଲି ସୂଚନା ମିଳିଛି। ମଧ୍ୟାହ୍ନ ୧୨ଟା ୩୦ରେ […] The post ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ appeared first on Dharitri Odia News.
କେନ୍ଦୁଝର,୯ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସଂକ୍ଷିପ୍ତ ଗସ୍ତରେ କେନ୍ଦୁଝରକୁ ଆସିବାର କାର୍ଯ୍ୟକ୍ରମ ରହିଛି। ରବିବାର ୧୦ଟା୧୦ରେ ଧରଣୀଧର ମେଡିକାଲ କଲେଜରେ ଆୟୋଜିତ ଇଣ୍ଡିଆନ ମେଡିକାଲ ଆସୋସିଏଶନ(ଆଇଏମ୍ଏ)ର ୭୪ତମ ବାର୍ଷିକ ରାଜ୍ୟ ସମ୍ମିଳନୀରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉଦ୍ଘାଟନ କରିବେ । ଏହି କାର୍ଯ୍ୟକ୍ରମରେ ୧ଘଣ୍ଟା ୧୦ମିନିଟ ରହିବା ପରେ ହେଲିକପ୍ଟରରେ ପୂର୍ବାହ୍ନ ୧୧ଟା୩୦ରେ ମୁଖ୍ୟମନ୍ତ୍ରୀ କଟକ ଅଭିମୁଖେ ବାହାରିବେ ବୋଲି ସୂଚନା ମିଳିଛି।
ମଧ୍ୟାହ୍ନ ୧୨ଟା ୩୦ରେ କଟକ ବାଲିଯାତ୍ରା ପଡିଆରେ ମୁଖ୍ୟମନ୍ତ୍ରୀ ଅବତରଣ କରିବା ପରେ ୧୨ଟା ୪୦ରେ ବାରବାଟୀ ଷ୍ଟାଡିୟମ ଅଭିମୁଖେ ଯାତ୍ରା କରିବେ।
The post ଆଜି ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ appeared first on Dharitri Odia News.