ଆଜି ମେଲାଣି ନେବେ ମା’, କଟକଣା ଜାରି
ଭୁବନେଶ୍ୱର,୧୪ା୧୦: ଆଜି ମେଲାଣି ନେବେ ଜଗତ୍ଜନନୀ ମା’ ଦୁର୍ଗା। ପୁଣି ଆର ବରଷକୁ ଅପେକ୍ଷା କରିବେ ଭକ୍ତ। ମା’ଙ୍କ ଭସାଣି ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ବିଶେଷକରି ଟୁଇନ୍ ସିଟି ଭୁବନେଶ୍ବର-କଟକରେ ଭସାଣି ପାଇଁ କଟକଣା ଜାରି ହୋଇଛି। ଅପରାହ୍ନ ୩ଟାରୁ ଭସାଣି ଶେଷ ହେବା ଯାଏ ଏହି କଟକଣା ବଳବତ୍ତର ରହିବ। କୌଣସି ଯାନାବହନ ବାଣୀବିହାର ପଟୁ ରୁପାଲି ପଟକୁ ଯାଇପାରିବେ ନାହିଁ। କିଟ୍ ଛକ ପଟୁ ନାଲ୍କୋ ଛକ ଆଡ଼କୁ […] The post ଆଜି ମେଲାଣି ନେବେ ମା’, କଟକଣା ଜାରି appeared first on Dharitri Odia News.
ଭୁବନେଶ୍ୱର,୧୪ା୧୦: ଆଜି ମେଲାଣି ନେବେ ଜଗତ୍ଜନନୀ ମା’ ଦୁର୍ଗା। ପୁଣି ଆର ବରଷକୁ ଅପେକ୍ଷା କରିବେ ଭକ୍ତ। ମା’ଙ୍କ ଭସାଣି ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ବିଶେଷକରି ଟୁଇନ୍ ସିଟି ଭୁବନେଶ୍ବର-କଟକରେ ଭସାଣି ପାଇଁ କଟକଣା ଜାରି ହୋଇଛି। ଅପରାହ୍ନ ୩ଟାରୁ ଭସାଣି ଶେଷ ହେବା ଯାଏ ଏହି କଟକଣା ବଳବତ୍ତର ରହିବ।
କୌଣସି ଯାନାବହନ ବାଣୀବିହାର ପଟୁ ରୁପାଲି ପଟକୁ ଯାଇପାରିବେ ନାହିଁ। କିଟ୍ ଛକ ପଟୁ ନାଲ୍କୋ ଛକ ଆଡ଼କୁ କୌଣସି ଯାନବାହନକୁ ଅନୁମତି ନାହିଁ।
ସେହିପରି କଟକରେ କଲେଜ ଛକଆଡୁ ଚାନ୍ଦିନୀଚୌକ ପର୍ଯ୍ୟନ୍ତ ଯାନବାହନ ଚଳାଚଳ ଉପରେ କଟଣା ଜାରି କରିଛି ପ୍ରଶାସନ।
The post ଆଜି ମେଲାଣି ନେବେ ମା’, କଟକଣା ଜାରି appeared first on Dharitri Odia News.