ଆଜି ରଙ୍ଗର ପର୍ବ ହୋଲି

ଭୁବନେଶ୍ୱର,୨୬।୩: ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଭୁବନେଶ୍ୱର, କଟକ, ବ୍ରହ୍ମପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ଆୟୋଜନ ହୋଇଛି। ଅନ୍ୟପଟେ ରାଜଧାନୀର ବିଭିନ୍ନ ଅଞ୍ଚଳରେ ଥିବା ରଙ୍ଗ ଦୋକାନ ଉପରେ କମିଶନରେଟ ପୋଲିସ ପକ୍ଷରୁ ଚଢାଉ କରାଯାଇ ରଙ୍ଗ ଯାଞ୍ଚ କରାଯାଇଛି। […] The post ଆଜି ରଙ୍ଗର ପର୍ବ ହୋଲି appeared first on Dharitri Odia News.

ଆଜି ରଙ୍ଗର ପର୍ବ ହୋଲି

ଭୁବନେଶ୍ୱର,୨୬।୩: ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଭୁବନେଶ୍ୱର, କଟକ, ବ୍ରହ୍ମପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ଆୟୋଜନ ହୋଇଛି।

ଅନ୍ୟପଟେ ରାଜଧାନୀର ବିଭିନ୍ନ ଅଞ୍ଚଳରେ ଥିବା ରଙ୍ଗ ଦୋକାନ ଉପରେ କମିଶନରେଟ ପୋଲିସ ପକ୍ଷରୁ ଚଢାଉ କରାଯାଇ ରଙ୍ଗ ଯାଞ୍ଚ କରାଯାଇଛି। କେମିକାଲ ମିଶ୍ରିତ ରଙ୍ଗ ବିକୁଥିବା ଦୋକାନୀଙ୍କୁ ସଚେତନ କରିବା ସହ କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଇଛି ପୋଲିସ।

The post ଆଜି ରଙ୍ଗର ପର୍ବ ହୋଲି appeared first on Dharitri Odia News.