ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ,ମୁଖ୍ୟମନ୍ତ୍ରୀ କରିବେ ଅଧ୍ୟକ୍ଷତା
ଭୁବନେଶ୍ୱର : ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟା ୭ଟାରେ ବୈଠକ ବସିବା ନେଇ ସୂଚନା । ଏଥିରେ ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବା ସମ୍ଭାବନା ରହିଛି। ସ୍ୱାସ୍ଥ୍ୟ,ରାଜସ୍ୱ ଓ ସାଧାରଣ ପ୍ରଶାସନ ପରି ବିଭାଗର ବିଭିନ୍ନ ପ୍ରସ୍ତାବକୁ କ୍ୟାବିନେଟ ମୋହର ବାଜିବା ସମ୍ଭାବନା ରହିଛି।