ଆଜି ଶ୍ରୀକ୍ଷେତ୍ରରେ ହେରା ପଞ୍ଚମୀ

ନବଦିନାତ୍ମକ ଘୋଷଯାତ୍ରାରେ ସାଙ୍ଗରେ ଆଣିନଥିବାରୁ ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର । କାଳିଆ ଠାକୁରଙ୍କୁ ଫେରାଇ ନେବାକୁ ଅଭିମାନିନୀ ମାଆ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ବିଜେ କରିବେ ।