ଆଜି ସନ୍ଧ୍ୟାରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଏହି ୧୧ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୬ା୫: ଶୁକ୍ରବାର ରାଜ୍ୟର ୧୧ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ତେବେ ଏହି ୧୧ ଜିଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ାରେ କାଳେବୈଶାଖୀ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମାରିବ। ଏହି ସମୟରେ କେହି ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। The post ଆଜି ସନ୍ଧ୍ୟାରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଏହି ୧୧ ଜିଲାକୁ ସତର୍କ ସୂଚନା ଜାରି appeared first on Dharitri Odia News.

ଆଜି ସନ୍ଧ୍ୟାରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଏହି ୧୧ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୬ା୫: ଶୁକ୍ରବାର ରାଜ୍ୟର ୧୧ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି। ତେବେ ଏହି ୧୧ ଜିଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ, କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ାରେ କାଳେବୈଶାଖୀ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମାରିବ।

ଏହି ସମୟରେ କେହି ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

The post ଆଜି ସନ୍ଧ୍ୟାରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା: ଏହି ୧୧ ଜିଲାକୁ ସତର୍କ ସୂଚନା ଜାରି appeared first on Dharitri Odia News.