ଆଜି ସାଧାରଣ ବଜେଟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ପୂର୍ବାହ୍ନ ୧୧ଟାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପାର୍ଲାମେଣ୍ଟରେ ସାଧାରଣ ବଜେଟ ଉପସ୍ଥାପନ କରିବେ। କ୍ରମାଗତ ଅଷ୍ଟମ ଥର ପାଇଁ ସେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। The post ଆଜି ସାଧାରଣ ବଜେଟ appeared first on Dharitri Odia News.

ଆଜି ସାଧାରଣ ବଜେଟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶନିବାର ପୂର୍ବାହ୍ନ ୧୧ଟାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପାର୍ଲାମେଣ୍ଟରେ ସାଧାରଣ ବଜେଟ ଉପସ୍ଥାପନ କରିବେ। କ୍ରମାଗତ ଅଷ୍ଟମ ଥର ପାଇଁ ସେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି।

The post ଆଜି ସାଧାରଣ ବଜେଟ appeared first on Dharitri Odia News.