ଆଜି ସାରା ଓଡ଼ିଶାରେ ଅଖଚକ ସବୁ ବନ୍ଦ: ଗଡ଼ିବନି ଗାଡ଼ି, ଖୋଲିବନି ସ୍କୁଲ୍ କଲେଜ୍

କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପାଇଁ ପର୍ଯ୍ୟାପ୍ତ ପୋଲିସ ବ୍ୟବସ୍ଥା ହୋଇଛି । ଭୁବନେଶ୍ବରରେ ସୁରକ୍ଷା କଡ଼ାକଡ଼ି କରାଯାଇଛି । କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍ । ଛକ, ବଜାର, ସରକାରୀ କାର୍ଯ୍ୟାଳୟ ସବୁଠି ମୁତୟନ ହୋଇଛନ୍ତି ପୋଲିସ । ସାଦା ପୋଷାକରେ ପୋଲିସ ବି ମୁତୟନ ହୋଇଛନ୍ତି ।

ଆଜି ସାରା ଓଡ଼ିଶାରେ ଅଖଚକ ସବୁ ବନ୍ଦ: ଗଡ଼ିବନି ଗାଡ଼ି, ଖୋଲିବନି ସ୍କୁଲ୍ କଲେଜ୍
Array