ଆଜି ସ୍ଥିର ରହିଛି ସୁନା ଦର, ଜଲଦି ଘରକୁ କିଣି ଆଣନ୍ତୁ ସୁନା ଗହଣା…

ଦିନକୁ ଦିନ ନୂଆ ରେକର୍ଡ ଛୁଇଁ ଚାଲିଛି ସୁନା ଦର । କିନ୍ତୁ ଆଜି ସୁନା ମୂଲ୍ୟରେ କିଛି ପରିବର୍ତ୍ତନ ଆସିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୬ ହଜାର ୬୨୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୭୯, ୪୦୦ ଟଙ୍କା ଛୁଇଁଛି । ସେହିପରି ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନାଦର ୭୯ ହଜାର ୪୦୦ ଟଙ୍କା ରହିଥିବା ବେଳେ […] The post ଆଜି ସ୍ଥିର ରହିଛି ସୁନା ଦର, ଜଲଦି ଘରକୁ କିଣି ଆଣନ୍ତୁ ସୁନା ଗହଣା… appeared first on KNews Odisha.

ଆଜି ସ୍ଥିର ରହିଛି ସୁନା ଦର, ଜଲଦି ଘରକୁ କିଣି ଆଣନ୍ତୁ ସୁନା ଗହଣା…
gold

ଦିନକୁ ଦିନ ନୂଆ ରେକର୍ଡ ଛୁଇଁ ଚାଲିଛି ସୁନା ଦର । କିନ୍ତୁ ଆଜି ସୁନା ମୂଲ୍ୟରେ କିଛି ପରିବର୍ତ୍ତନ ଆସିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୬ ହଜାର ୬୨୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୭୯, ୪୦୦ ଟଙ୍କା ଛୁଇଁଛି ।

ସେହିପରି ଆଜି ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନାଦର ୭୯ ହଜାର ୪୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନାଦର ୮୬ ହଜାର ୬୨୦ ହୋଇଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୭୯,୪୦୦ ଟଙ୍କା ଓ ୮୬,୬୨୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ୭୯, ୫୫୦ ଟଙ୍କା ଓ ୮୬, ୭୭୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୭୯,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୮୬, ୬୨୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୭୯,୪୦୯ ଓ ୮୬,୬୨୦ ଟଙ୍କା ରହି..ଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୯୭,୦୦୦ ଟଙ୍କା ହୋଇଛି ।

Also read:  ଭାରତର ଟପ୍ ୫ଟି ଶସ୍ତା ବାଇକ୍, କମ୍ ଦାମରେ ଦେଇଥାଏ ଦମଦାର୍ ମାଇଲେଜ୍

The post ଆଜି ସ୍ଥିର ରହିଛି ସୁନା ଦର, ଜଲଦି ଘରକୁ କିଣି ଆଣନ୍ତୁ ସୁନା ଗହଣା… appeared first on KNews Odisha.