ଆଜିଠାରୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ, ଜାଣନ୍ତୁ ସବିଶେଷ ସୂଚନା…

ଭୁବନେଶ୍ୱର,୩।୧୧: ୨୦୨୫ ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣ ରବିବାରଠାରୁ ଆରମ୍ଭ ହୋଇଛି। ଏହା ନଭେମ୍ବର ୧୮ ତାରିଖ ରାତି ୧୧.୪୫ ମିନିଟ୍‌ଯାଏ ଚାଲିବ। ଉଭୟ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ଲାଗି ଅନ୍‌ଲାଇନ୍‌ରେ ଫର୍ମ ପୂରଣ କରାଯାଉଛି। bseodisha.ac.inରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। The post ଆଜିଠାରୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ, ଜାଣନ୍ତୁ ସବିଶେଷ ସୂଚନା… appeared first on Dharitri Odia News.

ଆଜିଠାରୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ, ଜାଣନ୍ତୁ ସବିଶେଷ ସୂଚନା…

ଭୁବନେଶ୍ୱର,୩।୧୧: ୨୦୨୫ ମାଟ୍ରିକ ପରୀକ୍ଷା ଲାଗି ଫର୍ମ ପୂରଣ ରବିବାରଠାରୁ ଆରମ୍ଭ ହୋଇଛି। ଏହା ନଭେମ୍ବର ୧୮ ତାରିଖ ରାତି ୧୧.୪୫ ମିନିଟ୍‌ଯାଏ ଚାଲିବ। ଉଭୟ ରେଗୁଲାର ଏବଂ ଏକ୍ସ ରେଗୁଲାର ପରୀକ୍ଷା ଲାଗି ଅନ୍‌ଲାଇନ୍‌ରେ ଫର୍ମ ପୂରଣ କରାଯାଉଛି। bseodisha.ac.inରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Image

The post ଆଜିଠାରୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ, ଜାଣନ୍ତୁ ସବିଶେଷ ସୂଚନା… appeared first on Dharitri Odia News.