ଆଜିଠାରୁ ୩ ମାସ ବନ୍ଦ ରହିବ ଭିତରକନିକା

ଭୁବନେଶ୍ୱର: ଆଜିଠାରୁ ଭିତରକନିକା ବନ୍ଦ । କୁମ୍ଭୀର ପ୍ରଜନନକୁ ଦୃଷ୍ଟିରେ ରଖି ଆଜିଠାରୁ ୩ ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଜାତୀୟ ଉଦ୍ୟାନ । ଆସନ୍ତା ଜୁଲାଇ ୩୧ ଯାଏଁ ବନ୍ଦ ରହିବ ଭିତରକନିକା । ଏନେଇ ସୂଚନା ଦେଲେ ରାଜନଗର ବନଖଣ୍ଡ ରାଜନଗର ଅଧିକାରୀ ।