ଆଜିଠୁ ଆରମ୍ଭ ହେବ ଅନ୍ତ୍ୟୋଦୟ ଗୃହ ଯୋଜନା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେବ ଅନ୍ତ୍ୟୋଦୟ ଗୃହ ଯୋଜନା। କଳାହାଣ୍ଡିରୁ ଏହି ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ୫୦ ହଜାର ଲୋକଙ୍କୁ ଏହି ଯୋଜନା ସହ ଯୋଡ଼ିବେ ସରକାର। ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ।ଦାରିଦ୍ର୍ୟ ସୀମାରେଖା ତଳେ ଥିବା ପରିବାରକୁ ପକ୍କା ଘର ଯୋଗାଇବାକୁ `ଅନ୍ତ୍ୟୋଦୟ ଗୃହ ଯୋଜନା’ ରାଜ୍ୟ ସରକାରଙ୍କ ଏକ ମହତ୍ବ ଯୋଜନା ରହିଛି। ଅପରପକ୍ଷରେ ବଜେଟରେ ଅନ୍ତ୍ୟୋଦୟ ଯୋଜନା ଲାଗି ୭ ହଜାର ୭୫୦ କୋଟି […] The post ଆଜିଠୁ ଆରମ୍ଭ ହେବ ଅନ୍ତ୍ୟୋଦୟ ଗୃହ ଯୋଜନା appeared first on Odisha.News.

ଆଜିଠୁ ଆରମ୍ଭ ହେବ ଅନ୍ତ୍ୟୋଦୟ ଗୃହ ଯୋଜନା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେବ ଅନ୍ତ୍ୟୋଦୟ ଗୃହ ଯୋଜନା। କଳାହାଣ୍ଡିରୁ ଏହି ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି।

୫୦ ହଜାର ଲୋକଙ୍କୁ ଏହି ଯୋଜନା ସହ ଯୋଡ଼ିବେ ସରକାର। ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ।ଦାରିଦ୍ର୍ୟ ସୀମାରେଖା ତଳେ ଥିବା ପରିବାରକୁ ପକ୍କା ଘର ଯୋଗାଇବାକୁ `ଅନ୍ତ୍ୟୋଦୟ ଗୃହ ଯୋଜନା’ ରାଜ୍ୟ ସରକାରଙ୍କ ଏକ ମହତ୍ବ ଯୋଜନା ରହିଛି।

ଅପରପକ୍ଷରେ ବଜେଟରେ ଅନ୍ତ୍ୟୋଦୟ ଯୋଜନା ଲାଗି ୭ ହଜାର ୭୫୦ କୋଟି ବ୍ୟୟ ବରାଦ କରାଯାଇଛି। ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ ସହିଦ ପରିବାର ବ୍ୟକ୍ତି, ପଦ୍ମଶ୍ରୀ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି ଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ ହେବେ।

The post ଆଜିଠୁ ଆରମ୍ଭ ହେବ ଅନ୍ତ୍ୟୋଦୟ ଗୃହ ଯୋଜନା appeared first on Odisha.News.