ଆଜିଠୁ ଆହୁରି ବଢ଼ିବ ତାତି, ଆଗାମୀ ୫ଦିନ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି

ଭୁବନେଶ୍ୱର : ସାରା ରାଜ୍ୟରେ ଗରମ ଓ ଗୁଳୁଗୁଳି ।  ଆଜିଠୁ ଆହୁରି ବଢ଼ିବ ତାତି ।  ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ସମ୍ଭାବନା ରହିଛି ।  ଆଗାମୀ ୫ଦିନ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ହେବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ଆଲର୍ଟ […] The post ଆଜିଠୁ ଆହୁରି ବଢ଼ିବ ତାତି, ଆଗାମୀ ୫ଦିନ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି appeared first on KNews Odisha.

ଆଜିଠୁ ଆହୁରି ବଢ଼ିବ ତାତି, ଆଗାମୀ ୫ଦିନ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି
TEMPERATURE_2

ଭୁବନେଶ୍ୱର : ସାରା ରାଜ୍ୟରେ ଗରମ ଓ ଗୁଳୁଗୁଳି ।  ଆଜିଠୁ ଆହୁରି ବଢ଼ିବ ତାତି ।  ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ସମ୍ଭାବନା ରହିଛି ।  ଆଗାମୀ ୫ଦିନ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ହେବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।  ସେହିପରି ତାତି ଓ ଆର୍ଦ୍ରତା ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ସମେତ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

ଆହୁରି ପଢ଼ନ୍ତୁ: ଆଗାମୀ ୪ଦିନ ପାଇଁ ରାଜ୍ୟକୁ ବିଜୁଳି ଘଡଘଡିର ଭୟ, ଜାରି ହେଲା ୟଲୋ ୱାର୍ଣ୍ଣିଂ

The post ଆଜିଠୁ ଆହୁରି ବଢ଼ିବ ତାତି, ଆଗାମୀ ୫ଦିନ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି appeared first on KNews Odisha.