ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ

ଭୁବନେଶ୍ୱର,୧୦।୧୦: ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ଦିନ ଗୋଟାଏ ଯାଏ ପ୍ରବେଶ ଅନୁମତି ରହିଛି। ଯଶିପୁର କାଳିଆଣି ଗେଟ ଦେଇ ୩୫ଟି ଗାଡି ଏବଂ ବାରିପଦା ପିଠାବଟା ଲୁଲୁଙ୍ଗ ପଟୁ ୨୫ଟି ଗାଡିକୁ ପ୍ରବେଶ ଅନୁମତି ରହିଛି। ଏଥିପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ସମସ୍ତ ପ୍ରକାର ବ୍ୟବସ୍ଥା କରିଛନ୍ତି। ଆସନ୍ତା ଜୁନ ୧୨ ତାରିଖରୁ ଅକ୍ଟୋବର ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିଥିଲା। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ […] The post ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ appeared first on Dharitri Odia News.

ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ

ଭୁବନେଶ୍ୱର,୧୦।୧୦: ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ଦିନ ଗୋଟାଏ ଯାଏ ପ୍ରବେଶ ଅନୁମତି ରହିଛି। ଯଶିପୁର କାଳିଆଣି ଗେଟ ଦେଇ ୩୫ଟି ଗାଡି ଏବଂ ବାରିପଦା ପିଠାବଟା ଲୁଲୁଙ୍ଗ ପଟୁ ୨୫ଟି ଗାଡିକୁ ପ୍ରବେଶ ଅନୁମତି ରହିଛି। ଏଥିପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ସମସ୍ତ ପ୍ରକାର ବ୍ୟବସ୍ଥା କରିଛନ୍ତି।

ଆସନ୍ତା ଜୁନ ୧୨ ତାରିଖରୁ ଅକ୍ଟୋବର ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିଥିଲା। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବନ୍ଦ ନିଷ୍ପତ୍ତି ନିଆଯାଇଥିଲା।

The post ଆଜିଠୁ ଖୋଲିଲା ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ appeared first on Dharitri Odia News.