ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ
ଭୁବନେଶ୍ୱର: ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ। ଚଳିତ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ନାମଲେଖା ଆବେଦନ ଆରମ୍ଭ ହୋଇଛି।... The post ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ appeared first on .
ଭୁବନେଶ୍ୱର: ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ। ଚଳିତ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ନାମଲେଖା ଆବେଦନ ଆରମ୍ଭ ହୋଇଛି। ଏହି ନାମଲେଖା ଆବେଦନ ଜୁନ ୩୦ ପର୍ଯ୍ୟନ୍ତ ଚାଲିବ।
ସାମ୍ସ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। www.samsodisha.gov.in ରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଜୁଲାଇ ୭ରେ ବାହାରିବ ପ୍ରଥମ ମେରିଟ୍ ଲିଷ୍ଟ। ଜୁଲାଇ ୮ରୁ ୧୪ ତାରିଖ ଯାଏଁ ହେବ ଆଡମିଶନ୍ । ଏହାପରେ ଜୁଲାଇ ୨୪ ତାରିଖରୁ ଆରମ୍ଭ ହେବ ପାଠପଢ଼ା।
The post ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ appeared first on .