ଆଜିଠୁ ସିବିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷା
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ)ପରିଚାଳିତ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା ଆଜିଠାରୁ ଆରମ୍ଭ ହେବ। ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଇଂରାଜୀ ଭାଷା ପରୀକ୍ଷା ଦେବାକୁ ଥିବାବେଳେ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ ଉଦ୍ୟୋଗୀ ବିଷୟରେ ପରୀକ୍ଷା ଦେବେ। ଛାତ୍ରଛାତ୍ରୀ ପୂର୍ବାହ୍ଣ ୧୦ଟାରେ ପରୀକ୍ଷା କକ୍ଷକୁ ପ୍ରବେଶ କରିବେ। ପୂର୍ବାହ୍ଣ ସାଢେ ୧୦ଟାରୁ ଅପରାହ୍ଣ ସାଢେ ୧ଟା ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ। ଦଶମ ଶ୍ରେଣୀ ପରୀକ୍ଷା ଆଜିଠୁ ମାର୍ଚ୍ଚ ୧୮ପର୍ଯ୍ୟନ୍ତ ଚାଲିବ। ସେହିଭଳି ଦ୍ବାଦଶ […] The post ଆଜିଠୁ ସିବିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷା appeared first on Odisha.News.

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ)ପରିଚାଳିତ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା ଆଜିଠାରୁ ଆରମ୍ଭ ହେବ। ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଇଂରାଜୀ ଭାଷା ପରୀକ୍ଷା ଦେବାକୁ ଥିବାବେଳେ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ ଉଦ୍ୟୋଗୀ ବିଷୟରେ ପରୀକ୍ଷା ଦେବେ। ଛାତ୍ରଛାତ୍ରୀ ପୂର୍ବାହ୍ଣ ୧୦ଟାରେ ପରୀକ୍ଷା କକ୍ଷକୁ ପ୍ରବେଶ କରିବେ।
ପୂର୍ବାହ୍ଣ ସାଢେ ୧୦ଟାରୁ ଅପରାହ୍ଣ ସାଢେ ୧ଟା ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ। ଦଶମ ଶ୍ରେଣୀ ପରୀକ୍ଷା ଆଜିଠୁ ମାର୍ଚ୍ଚ ୧୮ପର୍ଯ୍ୟନ୍ତ ଚାଲିବ। ସେହିଭଳି ଦ୍ବାଦଶ ଶ୍ରେଣୀ ପରୀକ୍ଷା ଆଜିଠୁ ଏପ୍ରିଲ ୪ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସିବିଏସଇ ଦ୍ବାରା ଅନୁବନ୍ଧିତ ବିଦ୍ୟାଳୟର ଛାତ୍ରଛାତ୍ରୀ ପରୀକ୍ଷା ଦେବେ।
The post ଆଜିଠୁ ସିବିଏସଇ ଦଶମ ଓ ଦ୍ବାଦଶ ପରୀକ୍ଷା appeared first on Odisha.News.