ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର: ନିର୍ଦ୍ଦେଶାଳୟଙ୍କ ଚିଠିରେ ….
ଭୁବନେଶ୍ୱର,୨୬।୧୧: ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର। ସଜା ଭୋଗୁଥିବା ୧୪ କଏଦୀଙ୍କ ମୁକ୍ତି ପାଇଁ ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ଜାରି ହୋଇଛି। ଜେଲ ବିଭାଗ ନିର୍ଦ୍ଦେଶାଳୟ ପକ୍ଷରୁ ମୁକ୍ତ କରିବାକୁ ବିଭିନ୍ନ ଜେଲ ଅଧୀକ୍ଷକଙ୍କୁ ଏହି ଚିଠି ଲେଖାଯାଇଛି। ତେବେ ଏହି ଚିଠିରେ ହାଇକୋର୍ଟ ଓ ସୁପ୍ରିମକୋର୍ଟଙ୍କୁ ଏ ନେଇ ଅବଗତ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଯଦି ଆଉ କିଛି ମାମଲା ଥାଏ ତାହେଲେ ବିଚାର କରିବେ ବୋଲି ନିର୍ଦ୍ଦେଶାଳୟ […] The post ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର: ନିର୍ଦ୍ଦେଶାଳୟଙ୍କ ଚିଠିରେ …. appeared first on Dharitri Odia News.
ଭୁବନେଶ୍ୱର,୨୬।୧୧: ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର। ସଜା ଭୋଗୁଥିବା ୧୪ କଏଦୀଙ୍କ ମୁକ୍ତି ପାଇଁ ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ଜାରି ହୋଇଛି। ଜେଲ ବିଭାଗ ନିର୍ଦ୍ଦେଶାଳୟ ପକ୍ଷରୁ ମୁକ୍ତ କରିବାକୁ ବିଭିନ୍ନ ଜେଲ ଅଧୀକ୍ଷକଙ୍କୁ ଏହି ଚିଠି ଲେଖାଯାଇଛି। ତେବେ ଏହି ଚିଠିରେ ହାଇକୋର୍ଟ ଓ ସୁପ୍ରିମକୋର୍ଟଙ୍କୁ ଏ ନେଇ ଅବଗତ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଯଦି ଆଉ କିଛି ମାମଲା ଥାଏ ତାହେଲେ ବିଚାର କରିବେ ବୋଲି ନିର୍ଦ୍ଦେଶାଳୟ ଚିଠିରେ ଉଲ୍ଲେଖ କରିଛନ୍ତି।
The post ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର: ନିର୍ଦ୍ଦେଶାଳୟଙ୍କ ଚିଠିରେ …. appeared first on Dharitri Odia News.