ଆଣ୍ଟି ଟେରର ଅପରେସନରେ ସେନାକୁ ବଡ଼ ସଫଳତା, ୬ ଆତଙ୍କୀ ନିପାତ
କାଶ୍ମୀର ୧୬/୦୫: ଜମ୍ମୁ କାଶ୍ମୀରରେ ସେନାକୁ ବଡ଼ ସଫଳତା । ଲଗାତାର ୪୮ ଘଣ୍ଟା ଅପରେସନରେ ୬ ଜଣ ଆତଙ୍କୀଙ୍କୁ ନିପାତ କରିଛି ସେନା । ଏନେଇ ଆଜି ସେନା ଏବଂ ଜାମ୍ମୁ କାଶ୍ମୀର ପୁଲିସ ପକ୍ଷରୁ ମିଳିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଜାମ୍ମୁ କାଶ୍ମୀର ସୋଫିଆନ ଅଞ୍ଚଳରେ ୪୮ ଘଣ୍ଟା ଭିତରେ ଦୁଇଟି ସଫଳ ଅପରେସନ ହୋଇଥିବା ନେଇ କାଶ୍ମୀର ଆଇଜି ଭିକେ ବିରଡି କହିଛନ୍ତି । "6 terrorists neutralised in two operations; committed to finish terror ecosystem in Kashmir Valley": Kashmir IGPRead @ANI Story | https://t.co/KGkj3M1ofH#Terrorists #KashmirValley #KashmirIGP pic.twitter.com/8Z9Pj74InY— ANI Digital (@ani_digital) May 16, 2025କେରାନ ଏବଂ ତ୍ରାଲ ଅଞ୍ଚଳରେ ଦୁଇଟି ଅପରେସନରେ ୬ ଆତଙ୍କୀଙ୍କୁ ନିପାତ କରିଛି ସେନା । ପୂରା ଆତଙ୍କବାଦୀଙ୍କୁ ସଫା କରିବାକୁ ସେନା ପ୍ରତିଶୃତିବଦ୍ଧ ବୋଲି କହିଛନ୍ତି କାଶ୍ମୀର ଆଇଜି। ପହଲଗାମ ଆତଙ୍କୀ ଆକ୍ରମଣ ପରେ ଜମ୍ମୁ- କାଶ୍ମୀର ଘାଟିରେ ଲଗାତାର ସର୍ଚ୍ଚ ଅପରେସନ୍ ଲାଗି ରହିଛି । ନିକଟରେ ପହଲଗାମ ଆକ୍ରମଣ କରିଥିବା ଆତଙ୍କୀ ସେନା ନିପାତ କରିଥିବା ଆସିଥିଲା । ଏହାପରେ ବି ସେଠାରେ ଏକାଧିକ ଆତଙ୍କୀ ଛପି ରହିଥିବା ସୂଚନା ଥିବାରୁ ସେଠାରେ ଏବେବି ସର୍ଚ୍ଚ ଅପରେସନ୍ ଜାରି ରହିଛି ।
କାଶ୍ମୀର ୧୬/୦୫: ଜମ୍ମୁ କାଶ୍ମୀରରେ ସେନାକୁ ବଡ଼ ସଫଳତା । ଲଗାତାର ୪୮ ଘଣ୍ଟା ଅପରେସନରେ ୬ ଜଣ ଆତଙ୍କୀଙ୍କୁ ନିପାତ କରିଛି ସେନା । ଏନେଇ ଆଜି ସେନା ଏବଂ ଜାମ୍ମୁ କାଶ୍ମୀର ପୁଲିସ ପକ୍ଷରୁ ମିଳିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଜାମ୍ମୁ କାଶ୍ମୀର ସୋଫିଆନ ଅଞ୍ଚଳରେ ୪୮ ଘଣ୍ଟା ଭିତରେ ଦୁଇଟି ସଫଳ ଅପରେସନ ହୋଇଥିବା ନେଇ କାଶ୍ମୀର ଆଇଜି ଭିକେ ବିରଡି କହିଛନ୍ତି ।
"6 terrorists neutralised in two operations; committed to finish terror ecosystem in Kashmir Valley": Kashmir IGP
Read @ANI Story | https://t.co/KGkj3M1ofH#Terrorists #KashmirValley #KashmirIGP pic.twitter.com/8Z9Pj74InY— ANI Digital (@ani_digital) May 16, 2025
କେରାନ ଏବଂ ତ୍ରାଲ ଅଞ୍ଚଳରେ ଦୁଇଟି ଅପରେସନରେ ୬ ଆତଙ୍କୀଙ୍କୁ ନିପାତ କରିଛି ସେନା । ପୂରା ଆତଙ୍କବାଦୀଙ୍କୁ ସଫା କରିବାକୁ ସେନା ପ୍ରତିଶୃତିବଦ୍ଧ ବୋଲି କହିଛନ୍ତି କାଶ୍ମୀର ଆଇଜି। ପହଲଗାମ ଆତଙ୍କୀ ଆକ୍ରମଣ ପରେ ଜମ୍ମୁ- କାଶ୍ମୀର ଘାଟିରେ ଲଗାତାର ସର୍ଚ୍ଚ ଅପରେସନ୍ ଲାଗି ରହିଛି । ନିକଟରେ ପହଲଗାମ ଆକ୍ରମଣ କରିଥିବା ଆତଙ୍କୀ ସେନା ନିପାତ କରିଥିବା ଆସିଥିଲା । ଏହାପରେ ବି ସେଠାରେ ଏକାଧିକ ଆତଙ୍କୀ ଛପି ରହିଥିବା ସୂଚନା ଥିବାରୁ ସେଠାରେ ଏବେବି ସର୍ଚ୍ଚ ଅପରେସନ୍ ଜାରି ରହିଛି ।