ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି ଆପ୍‌ ଲଞ୍ଚ ହୋଇଛି ଯାହାଦ୍ୱାରା ଆପଣ ଶସ୍ତାରେ ଟ୍ରେନ୍‌, ବସ୍‌ ଓ ବିମାନ ଟିକେଟ୍‌ ବୁକିଂ କରିପାରିବେ। ଏଥିପାଇଁ ଆପଣଙ୍କୁ କୌଣସି ପ୍ରିମିୟମ ଚାର୍ଜ ଦେବାକୁ ପଡିବନାହିଁ। ଏହି ଆପ୍‌ର ନାଁ ହେଉଛି ଆଦାନୀ ଓ୍ବାନ ଆପ୍‌। ଏଥିରେ ଆପଣ ଟିକେଟ୍‌ ବୁକ୍‌ିଂ କରିବା ସହ ବିଭିନ୍ନ ଅଫର୍‌ର ମଧ୍ୟ […] The post ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌ appeared first on Dharitri Odia News.

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି ଆପ୍‌ ଲଞ୍ଚ ହୋଇଛି ଯାହାଦ୍ୱାରା ଆପଣ ଶସ୍ତାରେ ଟ୍ରେନ୍‌, ବସ୍‌ ଓ ବିମାନ ଟିକେଟ୍‌ ବୁକିଂ କରିପାରିବେ। ଏଥିପାଇଁ ଆପଣଙ୍କୁ କୌଣସି ପ୍ରିମିୟମ ଚାର୍ଜ ଦେବାକୁ ପଡିବନାହିଁ। ଏହି ଆପ୍‌ର ନାଁ ହେଉଛି ଆଦାନୀ ଓ୍ବାନ ଆପ୍‌। ଏଥିରେ ଆପଣ ଟିକେଟ୍‌ ବୁକ୍‌ିଂ କରିବା ସହ ବିଭିନ୍ନ ଅଫର୍‌ର ମଧ୍ୟ ଫାଇଦା ଉଠାଇପାରିବେ। ଆଉ ଯାତ୍ରାବେଳେ ଖାଦ୍ୟ ଅର୍ଡର କରି ମଧ୍ୟ ଖାଇପାରିବେ। ଆଦାନୀ ଓ୍ବାନ ଆପ୍‌କୁ ଆଣ୍ଡ୍ରଏଡ କିମ୍ବା ଆଇଓଏସରେ ମଧ୍ୟ ଡାଉଡ଼ଲୋଡ କରିପାରିବେ।

The post ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌ appeared first on Dharitri Odia News.