ଆପଣମାନଙ୍କ ପ୍ରତିଟି ଭୋଟ୍‌ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେଉଛି । ଏହି ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ହେଉଛି। ଗଣତନ୍ତ୍ରର ଏହି ମହାପର୍ବରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ‘ଏକ୍ସ’ରେ କହିଛନ୍ତି, ଆପଣମାନଙ୍କ ପ୍ରତିଟି ଭୋଟ୍‌ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ। ବିକାଶର ଧାରାକୁ ଆଗେଇ ନେବ। ସାଧାରଣ […] The post ଆପଣମାନଙ୍କ ପ୍ରତିଟି ଭୋଟ୍‌ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ: ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଆପଣମାନଙ୍କ ପ୍ରତିଟି ଭୋଟ୍‌ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେଉଛି । ଏହି ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ହେଉଛି। ଗଣତନ୍ତ୍ରର ଏହି ମହାପର୍ବରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ନିବେଦନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ‘ଏକ୍ସ’ରେ କହିଛନ୍ତି, ଆପଣମାନଙ୍କ ପ୍ରତିଟି ଭୋଟ୍‌ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ। ବିକାଶର ଧାରାକୁ ଆଗେଇ ନେବ। ସାଧାରଣ ନିର୍ବାଚନ ୨୦୨୪ରେ ବହୁସଂଖ୍ୟାରେ ମତଦାନ କରି ଗଣତନ୍ତ୍ରର ମହାପର୍ବରେ ସାମିଲ ହୁଅନ୍ତୁ।

The post ଆପଣମାନଙ୍କ ପ୍ରତିଟି ଭୋଟ୍‌ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ: ମୁଖ୍ୟମନ୍ତ୍ରୀ appeared first on Dharitri Odia News.