ଆପର ପରାଜୟ ଭିତରେ ସିଲ୍ ହେଲା ଦିଲ୍ଲୀ ସଚିବାଳୟ, ସବୁ ଦସ୍ତାବିଜ ସୁରକ୍ଷିତ ରଖିବାକୁ ନିର୍ଦ୍ଦେଶ

କନକ ବ୍ୟୁରୋ: ଦିଲ୍ଲୀ ବିଧାନସଭା ନିର୍ବାଚନ ଭିତରେ ଆପର ପରାଜୟ ଭିତରେ ଦିଲ୍ଲୀ ସଚିବାଳୟକୁ ସିଲ୍ କରାଯାଇଛି । ସୂଚନାଅନୁସାରେ ସଚିବାଳୟରେ ଥିବା ସମସ୍ତ ଫାଇଲକୁ ସୁରକ୍ଷିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ ସରକାରର ଜେନେରାଲ ଆଡମିନଷ୍ଟ୍ରେସନ ଡିପାର୍ଟମେଣ୍ଟ ଏକ ନୋଟିସ ଜାରି କରିଛି । ନୋଟିସରେ କୁହାଯାଇଛି କି ସୁରକ୍ଷା ସମ୍ବନ୍ଧୀୟ ଚିନ୍ତା ଓ ଅଭିଲେଖାର ସୁରକ୍ଷା ପାଇଁ ଏହି ଅନୁରୋଧ କରାଯାଉଛି କି ସାଧାରଣ ପ୍ରଶାସନ ବିଭାଗର ବିନା ଅନୁମତିରେ କୌଣସି ଫାଇଲ, କମ୍ପ୍ୟୁଟର ହାର୍ଡଓ୍ୱେୟାର ବାହାରକୁ ନନେବା ପାଇଁ ନିର୍ଦ୍ଦେଶ ରହିଛି ।  General Administration Department, Government of Delhi issues a notice."To address security concerns and the safety of records, it is requested that no files/documents, Computer Hardware etc. may be taken outside Delhi Secretariat complex without permission from GAD. It is… pic.twitter.com/VZU4CU5xpt — ANI (@ANI) February 8, 2025

ଆପର ପରାଜୟ ଭିତରେ ସିଲ୍ ହେଲା ଦିଲ୍ଲୀ ସଚିବାଳୟ, ସବୁ ଦସ୍ତାବିଜ ସୁରକ୍ଷିତ ରଖିବାକୁ ନିର୍ଦ୍ଦେଶ

କନକ ବ୍ୟୁରୋ: ଦିଲ୍ଲୀ ବିଧାନସଭା ନିର୍ବାଚନ ଭିତରେ ଆପର ପରାଜୟ ଭିତରେ ଦିଲ୍ଲୀ ସଚିବାଳୟକୁ ସିଲ୍ କରାଯାଇଛି । ସୂଚନାଅନୁସାରେ ସଚିବାଳୟରେ ଥିବା ସମସ୍ତ ଫାଇଲକୁ ସୁରକ୍ଷିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ ସରକାରର ଜେନେରାଲ ଆଡମିନଷ୍ଟ୍ରେସନ ଡିପାର୍ଟମେଣ୍ଟ ଏକ ନୋଟିସ ଜାରି କରିଛି । ନୋଟିସରେ କୁହାଯାଇଛି କି ସୁରକ୍ଷା ସମ୍ବନ୍ଧୀୟ ଚିନ୍ତା ଓ ଅଭିଲେଖାର ସୁରକ୍ଷା ପାଇଁ ଏହି ଅନୁରୋଧ କରାଯାଉଛି କି ସାଧାରଣ ପ୍ରଶାସନ ବିଭାଗର ବିନା ଅନୁମତିରେ କୌଣସି ଫାଇଲ, କମ୍ପ୍ୟୁଟର ହାର୍ଡଓ୍ୱେୟାର ବାହାରକୁ ନନେବା ପାଇଁ ନିର୍ଦ୍ଦେଶ ରହିଛି ।