'ଆବଶ୍ୟକ ପଡ଼ିଲେ ସୀମା ଡେଇଁ ମାରିବୁ'
'ପୁଲୱାମା ଘଟଣା ପରେ ଆମେ ସୀମା ଡେଇଁ ଜବାବ ଦେଇଥିଲୁ'
ବ୍ରହ୍ମପୁର ସମାବେଶରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବକ୍ତବ୍ୟ। କହିଲେ, ପୁଲୱାମା ଘଟଣା ପରେ ଆମେ ସୀମା ଡେଇଁ ଜବାବ ଦେଇଥିଲୁ। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ।