ଆମେ ୩ ଜଣ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଥିଲୁ, ଏବେ ନିଷ୍ପତ୍ତି କମାଣ୍ଡଙ୍କର

ନୂଆଦିଲ୍ଲୀ,୨୪।୯: ୨୦୨୪ ହରିୟାଣା ବିଧାନସଭା ନିର୍ବାଚନ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସର ବରିଷ୍ଠ ନେତାଙ୍କ ମଧ୍ୟରେ ଯୁଦ୍ଧ ଚାଲିଛି। ସେପଟେ କଂଗ୍ରେସ ନେତା ରଣଦୀପ ସୁରଜେୱାଲା ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଆମ ତିନିଜଣ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛନ୍ତି କିନ୍ତୁ କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ହାଇକମାଣ୍ଡ ନିଷ୍ପତ୍ତି ନେବେ। ରଣଦୀପ ସୁରଜେୱାଲା କହିଛନ୍ତି ଯେ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ସିଂ ହୁଡା, କୁମାରୀ ଶୈଳଜା, ମୁଁ ଅର୍ଥାତ୍‌ ରଣଦୀପ […] The post ଆମେ ୩ ଜଣ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଥିଲୁ, ଏବେ ନିଷ୍ପତ୍ତି କମାଣ୍ଡଙ୍କର appeared first on Dharitri Odia News.

ଆମେ ୩ ଜଣ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଥିଲୁ, ଏବେ ନିଷ୍ପତ୍ତି କମାଣ୍ଡଙ୍କର

ନୂଆଦିଲ୍ଲୀ,୨୪।୯: ୨୦୨୪ ହରିୟାଣା ବିଧାନସଭା ନିର୍ବାଚନ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସର ବରିଷ୍ଠ ନେତାଙ୍କ ମଧ୍ୟରେ ଯୁଦ୍ଧ ଚାଲିଛି। ସେପଟେ କଂଗ୍ରେସ ନେତା ରଣଦୀପ ସୁରଜେୱାଲା ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଆମ ତିନିଜଣ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଛନ୍ତି କିନ୍ତୁ କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ହାଇକମାଣ୍ଡ ନିଷ୍ପତ୍ତି ନେବେ।

ରଣଦୀପ ସୁରଜେୱାଲା କହିଛନ୍ତି ଯେ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ସିଂ ହୁଡା, କୁମାରୀ ଶୈଳଜା, ମୁଁ ଅର୍ଥାତ୍‌ ରଣଦୀପ ସୁରଜେୱାଲା କିମ୍ବା ଅନ୍ୟ କେହି ମୁଖ୍ୟମନ୍ତ୍ରୀ ହୋଇପାରିବେ। ମୁଖ୍ୟମନ୍ତ୍ରୀ ହେବାର ଇଚ୍ଛା ଆମ ତିନିଜଣଙ୍କ ମଧ୍ୟରେ ଅଛି। ଆମେ କେବଳ ଆମର ଇଚ୍ଛା ପ୍ରକାଶ କରିପାରିବା, ହାଇ କମାଣ୍ଡଙ୍କ ଦ୍ୱାରା ନିଷ୍ପତ୍ତି ନିଆଯିବ।

The post ଆମେ ୩ ଜଣ ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁଥିଲୁ, ଏବେ ନିଷ୍ପତ୍ତି କମାଣ୍ଡଙ୍କର appeared first on Dharitri Odia News.