ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ
ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ ନାୟକଙ୍କ ସ୍ତ୍ରୀ ତୁଳସା ନାୟକ। ରବିବାର ଅପରାହ୍ନରେ ତୁଳସା ନିକଟସ୍ଥ ତୋଟାକୁ ଆମ୍ବ ଗୋଟାଇବା ପାଇଁ ଯାଇଥିବା ବେଳେ ହଠାତ୍ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ବଜ୍ରପାତରେ ତାଙ୍କ ଶରୀରର କିଛି ଅଂଶ ଶିଝି ଯାଇଥିଲା। ସେ ତଳେ ପଡ଼ିଯାଇ ଚିତ୍କାର କରିବାରୁ ଗ୍ରାମବାସୀ ପହଞ୍ଚି ଥିଲେ। ଆମ୍ବୁଲାନ୍ସରେ ତାଙ୍କୁ […] The post ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ appeared first on Dharitri Odia News.
ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ ନାୟକଙ୍କ ସ୍ତ୍ରୀ ତୁଳସା ନାୟକ। ରବିବାର ଅପରାହ୍ନରେ ତୁଳସା ନିକଟସ୍ଥ ତୋଟାକୁ ଆମ୍ବ ଗୋଟାଇବା ପାଇଁ ଯାଇଥିବା ବେଳେ ହଠାତ୍ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ବଜ୍ରପାତରେ ତାଙ୍କ ଶରୀରର କିଛି ଅଂଶ ଶିଝି ଯାଇଥିଲା। ସେ ତଳେ ପଡ଼ିଯାଇ ଚିତ୍କାର କରିବାରୁ ଗ୍ରାମବାସୀ ପହଞ୍ଚି ଥିଲେ। ଆମ୍ବୁଲାନ୍ସରେ ତାଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି।
The post ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ appeared first on Dharitri Odia News.