ଆମ୍ବ ଟାକୁଆ ଖାଇ ମୃତ ଓ ଗୁରୁତରଙ୍କୁ ମିଳିଲା ସହାୟତା ରାଶି: ମୃତକଙ୍କୁ ୨୦, ଗୁରୁତରଙ୍କୁ ୧୦ ହଜାର

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତରଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ରାଶି ପ୍ରଦାନ କରାଯାଇଛି। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡି ତହସିଲଦାର ଶନିବାର ସାରେ ମାଣ୍ଡିପଙ୍କାରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ୨୦ ହଜାର ଲେଖାଏ ସହାୟତା ରାଶି ପ୍ରଦାନ କରିଥିବା ବେଳେ ଗୁରୁତର ରୋଗୀଙ୍କ ପରିବାର ଲୋକଙ୍କୁ ୧୦ ହଜାର ଲେଖାଏ ସହାୟତା କରିଛନ୍ତି । ପ୍ରଶାସନର […] The post ଆମ୍ବ ଟାକୁଆ ଖାଇ ମୃତ ଓ ଗୁରୁତରଙ୍କୁ ମିଳିଲା ସହାୟତା ରାଶି: ମୃତକଙ୍କୁ ୨୦, ଗୁରୁତରଙ୍କୁ ୧୦ ହଜାର appeared first on Dharitri Odia News.

ଆମ୍ବ ଟାକୁଆ ଖାଇ  ମୃତ ଓ ଗୁରୁତରଙ୍କୁ ମିଳିଲା ସହାୟତା ରାଶି: ମୃତକଙ୍କୁ ୨୦, ଗୁରୁତରଙ୍କୁ ୧୦ ହଜାର

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତରଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ରାଶି ପ୍ରଦାନ କରାଯାଇଛି। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡି ତହସିଲଦାର ଶନିବାର ସାରେ ମାଣ୍ଡିପଙ୍କାରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ୨୦ ହଜାର ଲେଖାଏ ସହାୟତା ରାଶି ପ୍ରଦାନ କରିଥିବା ବେଳେ ଗୁରୁତର ରୋଗୀଙ୍କ ପରିବାର ଲୋକଙ୍କୁ ୧୦ ହଜାର ଲେଖାଏ ସହାୟତା କରିଛନ୍ତି । ପ୍ରଶାସନର ଏହି ସହାୟତା ପାଇଁ ଅଞ୍ଚଳବାସୀ ଧନ୍ୟବାଦ ଜଣାଇଛନ୍ତି ।

The post ଆମ୍ବ ଟାକୁଆ ଖାଇ ମୃତ ଓ ଗୁରୁତରଙ୍କୁ ମିଳିଲା ସହାୟତା ରାଶି: ମୃତକଙ୍କୁ ୨୦, ଗୁରୁତରଙ୍କୁ ୧୦ ହଜାର appeared first on Dharitri Odia News.