ଆମ୍ବ ଟାକୁଆ ଖାଇବା ଘଟଣା :ପ୍ରଶାସନ ପକ୍ଷରୁ ସହାୟତା ପ୍ରଦାନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କା ରେ ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତରଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ରାଶି ପ୍ରଦାନ କରାଯାଇଛି। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡି ତହସିଲଦାର ଶରତ ଶବର ମାଣ୍ଡିପଙ୍କାରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ୨୦ ହଜାର ଲେଖାଏ ସହାୟତା ରାଶି ପ୍ରଦାନ କରିଥିବା ବେଳେ ଗୁରୁତର ରୋଗୀଙ୍କ ପରିବାର ଲୋକଙ୍କୁ ୧୦ […] The post ଆମ୍ବ ଟାକୁଆ ଖାଇବା ଘଟଣା :ପ୍ରଶାସନ ପକ୍ଷରୁ ସହାୟତା ପ୍ରଦାନ appeared first on Odisha.News.

ଆମ୍ବ ଟାକୁଆ ଖାଇବା ଘଟଣା :ପ୍ରଶାସନ ପକ୍ଷରୁ ସହାୟତା ପ୍ରଦାନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କା ରେ ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତରଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ରାଶି ପ୍ରଦାନ କରାଯାଇଛି। କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡି ତହସିଲଦାର ଶରତ ଶବର ମାଣ୍ଡିପଙ୍କାରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ୨୦ ହଜାର ଲେଖାଏ ସହାୟତା ରାଶି ପ୍ରଦାନ କରିଥିବା ବେଳେ ଗୁରୁତର ରୋଗୀଙ୍କ ପରିବାର ଲୋକଙ୍କୁ ୧୦ ହଜାର ଲେଖାଏ ସହାୟତା କରିଛନ୍ତି । ପ୍ରଶାସନର ଏହି ସହାୟତା ପାଇଁ ଅଞ୍ଚଳବାସୀ ଧନ୍ୟବାଦ ଜଣାଇଛନ୍ତି ।

The post ଆମ୍ବ ଟାକୁଆ ଖାଇବା ଘଟଣା :ପ୍ରଶାସନ ପକ୍ଷରୁ ସହାୟତା ପ୍ରଦାନ appeared first on Odisha.News.