ଆରପାରିରେ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ
ଭୁବନେଶ୍ୱର,୧।୪: ପରଲୋକରେ ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ। ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁକୁ ନେଇ ତାଙ୍କ ସ୍ବାମୀ ବସନ୍ତ କୁମାର ଛୋଟରାୟ ସୂଚନା ଦେଇଛନ୍ତି। ଦୀର୍ଘଦିନ ହେଲା ଅସୁସ୍ଥତା କାରଣରୁ ସେ ଚିକିତ୍ସିତ ହୋଉଥିଲେ। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ହେବ ବୋଲି ଜଣାପଡିଛି। The post ଆରପାରିରେ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ appeared first on Dharitri Odia News.
ଭୁବନେଶ୍ୱର,୧।୪: ପରଲୋକରେ ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ। ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁକୁ ନେଇ ତାଙ୍କ ସ୍ବାମୀ ବସନ୍ତ କୁମାର ଛୋଟରାୟ ସୂଚନା ଦେଇଛନ୍ତି। ଦୀର୍ଘଦିନ ହେଲା ଅସୁସ୍ଥତା କାରଣରୁ ସେ ଚିକିତ୍ସିତ ହୋଉଥିଲେ। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ହେବ ବୋଲି ଜଣାପଡିଛି।
The post ଆରପାରିରେ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ appeared first on Dharitri Odia News.