ଆରବ ସାଗରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ପୋରବନ୍ଦର,୩।୯: ପୋରବନ୍ଦର ଉପକୂଳ ଆରବସାଗରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗୁଜରାଟ ବାତ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା  ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଜରୁରୀ ଅବତରଣ ବେଳେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ୨ କୋଷ୍ଟଗାର୍ଡ ପାଇଲଟଙ୍କ ସମେତ ୩ ନିଖୋଜ ହୋଇଯାଇଥିଲେ। ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟମାନଙ୍କୁ ଉଦ୍ଧାର ପାଇଁ ସର୍ଚ୍ଚ ଅପରେଶନ ଜାରି ରହିଛି। ଗୁଜରାଟ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ଏହି […] The post ଆରବ ସାଗରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ appeared first on Dharitri Odia News.

ଆରବ ସାଗରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ପୋରବନ୍ଦର,୩।୯: ପୋରବନ୍ଦର ଉପକୂଳ ଆରବସାଗରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗୁଜରାଟ ବାତ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା  ଭାରତୀୟ ତଟରକ୍ଷୀ ବାହିନୀର ଏକ ହେଲିକପ୍ଟର ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି।

ଜରୁରୀ ଅବତରଣ ବେଳେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ୨ କୋଷ୍ଟଗାର୍ଡ ପାଇଲଟଙ୍କ ସମେତ ୩ ନିଖୋଜ ହୋଇଯାଇଥିଲେ। ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟମାନଙ୍କୁ ଉଦ୍ଧାର ପାଇଁ ସର୍ଚ୍ଚ ଅପରେଶନ ଜାରି ରହିଛି।

ଗୁଜରାଟ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ଏହି ହେଲିକପ୍ଟର ପାଣି ଘେରରେ ରହିଥିବା ୬୭ ଜଣଙ୍କୁ ଉଦ୍ଧାର କରିଥିବା ଜଣାପଡିଛି।

The post ଆରବ ସାଗରରେ କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ appeared first on Dharitri Odia News.